ଭୋଜନ ଶେଷରେ ମିଠା କାହିଁକି ? ଜାଣନ୍ତୁ

କଥାରେ ଅଛି ଖାଇବା ପରେ କିଛି ମିଠା ଖାଇବା କଥା । ତେବେ ଭୋଜନ ଶେଷରେ କାହିଁକି ମିଠା ଖାଇବା କଥା ଆସନ୍ତୁ ଜାଣିବା । ଧାର୍ମିକ ଶାସ୍ତ୍ର ଅନୁଯାୟୀ, ଘରେ , ବାହାରେ, କୌଣସି ଧରଣିକା ଅନୁଷ୍ଠାନରେ କିମ୍ବା କୌଣସି ଭୋଜିରେ, ସବୁଠି ଭୋଜନର ଆରମ୍ଭ ରାଗ କିମ୍ବା ଲୁଣିରୁ ହୋଇଥାଏ । ଭୋଜନର ଶେଷରେ ମିଠା ଖିଆଯାଇଥଏ । ବୈଜ୍ଞାନିକ କାରଣ ଅନୁସାରେ ରାଗ ଖାଇବା ଯୋଗୁଁ ଆମ ପେଟ ଭିତରେ ଥିବା ପାଚନ ତତ୍ୱ ଠିକ ଭାବରେ ସଂଚାଳନ ହୋଇଥାଏ । ଶେଷରେ ମିଠା ଖାଇବା ଯୋଗୁଁ ଅମ୍ଳର ତୀବ୍ରତା କମ ହୋଇଥାଏ । ଯାହା ଫଳରେ ଆମକୁ ଏସିଡ଼ିଟି ବା ଜ୍ବଳନ ହୋଇନଥାଏ ।

ଭୋଜନ ପରେ ଆମକୁ ଶୋଷ ହୋଇଥାଏ । ଆମେ ପାଣି ପିଇବାକୁ ଇଛା କରିଥାଉ । ତେବେ ଖାଇବାର ତୁରନ୍ତ ପରେ ପାଣି ପିଇବା ଅନୁଚିତ । କାରଣ ଏହା ଆମର ପାଚନ ଶକ୍ତି ଉପରେ ଖରାପ ପ୍ରଭାବ ପକାଇଥାଏ । ତେଣୁ ଖାଇବା ପରେ କିଛି ମିଠା ଖାଇଲେ ଖାଦ୍ୟ ମଧ୍ୟ ଭଲ ଭାବେ ହଜମ ହୋଇଥାଏ ।

  • Related Posts

    ଜିମ୍‌ ନ ଯାଇ ରୁହନ୍ତୁ ଫିଟ୍‌

    ଦିନକୁ ଦିନ ମଣିଷର ଜୀବନଶୈଳୀ ପରିବର୍ତ୍ତନ ହେବାରେ ଲାଗିଛି । ମଣିଷ ଆଜିକାଲି ଫିଟ ରହିବା ଉପରେ ଅଧିକ ଗୁରୁତ୍ୱ ଦେଉଛି । ଏଥିପାଇଁ ଜିମ ଅଧିକ ଲୋକଙ୍କ ପସନ୍ଦ ପାଲଟିଛି । ଆପଣ ଦେଖୁଥିବା ସକାଳ ହେଲେ ପାର୍କରେ ଓପନ…

    Continue reading
    ସ୍ୱାସ୍ଥ୍ୟ ପାଇଁ ଉପକାରୀ କଖାରୁ ମଞ୍ଜି,ଜାଣନ୍ତୁ

    ଦୈନନ୍ଦିନ ଜୀବନରେ ଆମେ ଖାଦ୍ୟରେ ଅନେକ ପନିପରିବା ଖାଇଥାଉ । ତନ୍ମଧ୍ୟରୁ କେଉଁ ପରିବା ସ୍ୱାସ୍ଥ୍ୟ ପାଇଁ କେତେ ଜରୁରୀ ତାହା ଜାଣିବା ନିହାତି ଆବଶ୍ୟକ । କଖାରୁ ଏକ ପୁଷ୍ଟିକର ପନିପରିବା, ଯାହା ସ୍ୱାସ୍ଥ୍ୟ ପାଇଁ ଅନେକ ଲାଭ ହୋଇଥାଏ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ