ଭୋଟ ପାଇଁ ମହାପ୍ରସାଦ ଛୁଆଁଇ ଶପଥ

ଛାତ୍ର ସଂସଦ ନିର୍ବାଚନ। ଆରମ୍ଭ ହୋଇଛି ଭୋଟିଂ। ଭୋଟିଂ ପୂର୍ବରୁ ରମାଦେବୀ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ଟଙ୍କା ବଣ୍ଟା ଯାଉଥିବା ଅଭିଯୋଗ ହୋଇଛି। ଏବିଭିପି ପ୍ରାର୍ଥୀ ନିଜେ ହଷ୍ଟେଲ ଭିତରେ ପଶି ଟଙ୍କା ବାଣ୍ଟୁଥିବାର ଅଭିଯୋଗ କରିଛି ବିସିଜେଡି।

ସେପଟେ ଏବିଭିପିର ପ୍ରାର୍ଥୀ ପାଲଟା ଅଭିଯୋଗ କରିଛନ୍ତି। ବିସିଜେଡି ନିଜେ ପଇସା ବାଣ୍ଟୁଛି ଏବଂ ହାରିବା ଭୟରେ ଏଭଳି ଅଭିଯୋଗ ଆଣୁଥିବା କହିଛି ଏବିଭିପି।

ରମାଦେବୀ ବିଶ୍ବବିଦ୍ୟାଳୟରୁ ଆଉ ଏକ ଅଭିଯୋଗ ମଧ୍ୟ ଆସିଛି। ଭୋଟ ପାଇଁ ଯାଉଥିବା ଛାତ୍ରୀଙ୍କୁ ବିସିଜେଡିର ପ୍ରାର୍ଥୀ ମାନେ ମହାପ୍ରସାଦ ଛୁଆଁଇ ଭୋଟ ଦେବା ପାଇଁ ଶପଥ କରାଉଥିବା ଅଭିଯୋଗ ହୋଇଛି। କିନ୍ତୁ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ବିସିଜେଡି ସଭା ନେତ୍ରୀ ଇପ୍ସିତା ସାହୁ।
ଛାତ୍ର ସଂସଦ ନିର୍ବାଚନ। ଆଜି ଚାଲିଛି ଭୋଟଗ୍ରହଣ। ନିଜ ନିଜ କଲେଜର ନେତା ବାଛୁଛନ୍ତି ଛାତ୍ରଛାତ୍ରୀ। ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟଗ୍ରହଣ। ଦିନ ୨ଟା ଯାଏ ଚାଲିବ ଭୋଟଦାନ ପ୍ରକ୍ରିୟା। ଭୋଟଗ୍ରହଣ ପରେ ଭୋଟ୍ ଗଣତି ହୋଇ ସନ୍ଧ୍ୟା ସୁଦ୍ଧା ଆସିଯିବ ରେଜଲ୍ଟ। ଏହାପରେ ଆସନ୍ତାକାଲି ନବନିର୍ବାଚିତ ପ୍ରତିନିଧିମାନେ ଶପଥ ଗ୍ରହଣ କରିବେ। ଦୀର୍ଘ ୮ ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ଇପସିତାଙ୍କୁ ଉଠାଇ ନେଲା ପୁଲିସ

    ଭୁବନେଶ୍ୱର: ରମାଦେବୀ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିସିଜେଡି ସଭାନେତ୍ରୀ ଇପସିତା ସାହୁଙ୍କୁ ପୁଲିସ ଉଠାଇ ନେଇଛି ।ଇପସିତା ସାହୁଙ୍କୁ ନାମରେ ଥାନାରେ ଅଭିଯୋଗ ହୋଇଥିଲା । ତେବେ ତାଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି