ଭୟଙ୍କର ଅଗ୍ନିକାଣ୍ଡ : ୬ ମୃତ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର କଠୁଆ ଜିଲ୍ଲା ଶିବାନଗରରେ ଗତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଜଣଙ୍କ ଘରେ ନିଆଁ ଲାଗିବା ଫଳରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି ଓ ୪ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ସଧ୍ୟରେ ମହିଳା, ଶିଶୁ ଥିବା ବେଳେ ସେମାନେ ଏକ ପରିବାରର ସଦସ୍ୟ ବୋଲି ଜଣାଯାଇଛି।

ଶିବାନଗରରେ ଭଡ଼ାରେ ରହୁଥିବା ଜଣଙ୍କ ଘରେ ଏହି ଅଗ୍ନିକାଣ୍ଡ ଘଟିଛି। ଗତ ରାତିରେ ପରିବାରର ପ୍ରାୟ ୧୦ ସଦସ୍ୟ ଖାଇବା ସାରି ଶୋଇଥିଲେ। ବିଳମ୍ବିତ ରାତିରେ ହଠାତ୍‌ ନିଆଁ ଲାଗିବାରୁ ସେମାନେ ଉଠି ପଡ଼ିଥିଲେ। ମାତ୍ର ଚାରିଆଡ଼େ ଧୂଆଁମୟ ହୋଇ ଯାଇଥିବାରୁ ଅଣନିଶ୍ୱାସୀ ହୋଇ ୬ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।

ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଅଁ ଲିଭାଇଥିଲେ। ଏହାପରେ ସେମାନେ ଭିତରେ ପଶି ଅଚେତ ହୋଇ ପଡ଼ିଥିବା ୪ ଜଣଙ୍କୁ ଉଦ୍ଧାର କରି ତୁରନ୍ତ ମେଡିକାଲରେ ଭର୍ତ୍ତି କରିଛନ୍ତି। ସେଠାରେ ସେମାନଙ୍କ ଚିକିତ୍ସା ଚାଲିଥିବା ବେଳେ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।

  • Related Posts

    ୧୨ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ

    ନୂଆଦିଲ୍ଲୀ : ପ୍ରକୃତିର ଅନ୍ୟତମ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ପ୍ରଭାବରେ ୟୁରୋପ ଖୁବ୍ କମ୍ ସମୟ ପାଇଁ ଦିବାଲୋକରେ ଅନ୍ଧକାରମୟ ହୋଇଯିବ । ମହାକାଶର କିଛି କ୍ଷେତ୍ରରେ ୧ ମିନିଟ୍ରୁ ଟିକିଏ ଅଧିକ…

    Continue reading
    ଓଲଟିଲା ବସ୍, ୭ ମୃତ

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ