ଭୟାବହ ସଡ଼କ ଦୁର୍ଘଟଣାରେ ବୃଦ୍ଧ ମୃତ

ପାରଳାଖେମୁଣ୍ଡି: ଫରେଷ୍ଟ ଗେଟ୍ ରାସ୍ତା ଶନି ମନ୍ଦିର ସମ୍ମୁଖରେ ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ରାସ୍ତା ପାର କରୁଥିବା ସମୟରେ ବାଇକ୍ ଧକ୍କା ଦେବାରୁ ଏହି ଘଟଣା ଘଟିଛି।
ମୃତକ ଜଣେ ସେହି ଅଞ୍ଚଳରଅବସରପ୍ରାପ୍ତ ଶିକ୍ଷକ ବୋଲି ସୂଚନା ମିଳିଛି। ସୂଚନା ଅନୁଯାୟୀ, ବୃଦ୍ଧ ଜଣକ ରାସ୍ତା ପାର କରୁଥିବା ବେଳେ ଦ୍ରୁତଗତିର ଆସୁଥିବା ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଯାହା ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣାରେ ବାଇକ୍ ଚାଳକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି ଏବଂ ତାଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ