ମଟନ୍ ବଦଳରେ ଚିକେନ୍ ଦେବାରୁ କ୍ୟାଟରିଂ ଯୁବକଙ୍କ ବେକ କାଟିଲେ

ବାଲେଶ୍ୱର: ବାହାଘର ଭୋଜିରେ ମଟନ୍ ବଦଳରେ ଚିକେନ୍ ଦେବାରୁ କ୍ୟାଟରିଂ ଯୁବକଙ୍କ ବେକ କାଟିଲେ ୪ ନାବାଳକ। ରେମୁଣା ଥାନା ଅଠାନ୍ତର ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ଗୁରୁତର ଯୁବକଙ୍କୁ ଫକୀରମୋହନ ମେଡ଼ିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ କଟକ SCB ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆକ୍ରମଣରେ ସମ୍ପୃକ୍ତ ୪ ନାବାଳକଙ୍କୁ ଅନୁଗୁଳ ସୁଧାର ଗୃହକୁ ପଠାଇଛି ରେମୁଣା ପୁଲିସ।

ସୂଚନା ଅନୁଯାୟୀ, ଗତ ୨୪ ତାରିଖ ରାତିର ଘଟଣା । ବିବାହ ଭୋଜିରେ ଛେଳି ମାଂସ ବଦଳରେ କୁକୁଡ଼ା ମାଂସ ପରଷିବାରୁ ଜଣେ କ୍ୟାଟରିଂ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ୪ ଜଣ ନାବାଳକ । ରେମୁଣା ପୁଲିସ ମାମଲା ରୁଜ୍ଜୁ କରି ଏହି ଘଟଣାରେ ୪ ନାବାଳକଙ୍କୁ ସୁଧାର ଗୃହକୁ ପଠାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ