ମଣିପୁରର ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ମଣିପୁର: ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ୫ ଜିଲା ହେଉଛି ଇମ୍ଫାଲ ପଶ୍ଚିମ, ଇମ୍ଫାଲ ପୂର୍ବ, ଥଉବଲ, କାକଚିଂ ଏବଂ ବିଷ୍ଣପୁର।
ସୂଚନା ଅନୁସାରେ, ହିଂସା ସୃଷ୍ଟିକାରୀ ମୈତେଇ ସମ୍ପ୍ରଦାୟର କିଛି ନେତାଙ୍କୁ ପୁଲିସ ଗିରଫ କରିଛି। ଯାହାଫଳରେ ଅସାମାଜିକ ତତ୍ତ୍ଵମାନେ ହିଂସା ଜରିଆରେ ଅଶାନ୍ତ ବାତାବରଣ ସୃଷ୍ଟି କରିବା ଆଶଙ୍କା ରହିଛି। ସେମାନେ ସାମାଜିକ ଗଣମାଧ୍ୟମକୁ ଅସ୍ତ୍ର କରିବା ସମ୍ଭାବନା ରହିଥିବାରୁ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି।

  • Garvita Odia

    Related Posts

    ରାହୁଲଙ୍କ ଏହି ଦାବିକୁ ଇସିଙ୍କ ଖଣ୍ଡନ

    ନୂଆଦିଲ୍ଲୀ: ଗତବର୍ଷ ଅନୁଷ୍ଠିତ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବ୍ୟାପକ ଜାଲିଆତି ହୋଇଥିବା ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁନର୍ବାର ଅଭିଯୋଗ କରିଛନ୍ତି। ଶନିବାର ଇଣ୍ଡିଆନ ଏକ୍ସପ୍ରେସରେ ନି​‌ଜେ ଲେଖିଥିବା ଏକ ଆଲେଖ୍ୟକୁ ରାହୁଲ ସେୟାର କରିବା ପୂର୍ବକ ଏପରି ଅଭିଯୋଗ…

    ଏଲନ ମସ୍କ ଭୟଙ୍କର ପରିଣାମ ଭୋଗିବେ- ଟ୍ରମ୍ପ

    ନୂଆଦିଲ୍ଲୀ:ଟିକସ ବିଲ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବିଶ୍ଵର ୧ ନଂ. ଧନୀ ଏଲନ ମସ୍କଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏବେ ଟ୍ରମ୍ପ ଖୋଲାଖୋଲି ଭାବେ ମସ୍କଙ୍କୁ ଧମକ ଦେବାକୁ ବି…

    Leave a Reply

    Your email address will not be published. Required fields are marked *

    You Missed

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ

    ଯୁବକଙ୍କ ଝୁଲନ୍ତା  ମୃତଦେହ ଠାବ

    ୭୬ ସହରାଞ୍ଚଳ ଗରିବଙ୍କୁ ମିଳିବ ୫୩୨୮ ଘର

    ୭୬ ସହରାଞ୍ଚଳ ଗରିବଙ୍କୁ ମିଳିବ ୫୩୨୮ ଘର

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ