ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ: ବିଜୟ ପାଲ ସିଂ ତୋମାର

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି,ରାଜ୍ୟ କମିଟି, ପଦାଧିକାରୀ ଏବଂ କାର୍ୟ୍ୟକାରିଣୀ ଗଠନ କାମ ସାରିବା ନେଇ ଚର୍ଚ୍ଚା ହେଇଛି। ଯେତେବେଳେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ହୁଏ ସବୁ ବିଷୟ ସବୁ ଦିଗ ନେଇ ଆଲୋଚନା ହୁଏ। ଠିକ୍ ସମୟରେ ସବୁ ନିଷ୍ପତ୍ତି ନିଆଯିବ।
ବିମାନବନ୍ଦରରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି,ରାଜ୍ୟ କମିଟି, ପଦାଧିକାରୀ ଏବଂ କାର୍ୟ୍ୟକାରିଣୀ ଗଠନ କାମ ସାରିବା ନେଇ ଚର୍ଚ୍ଚା ହେଇଛି। ଯେତେବେଳେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ହୁଏ ସବୁ ବିଷୟ ସବୁ ଦିଗ ନେଇ ଆଲୋଚନା ହୁଏ। ଠିକ୍ ସମୟରେ ସବୁ ନିଷ୍ପତ୍ତି ନିଆଯିବ। ସେ ଆହୁରି କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ। ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।

  • Related Posts

    କଂଗ୍ରେସ ତୁଷ୍ଟୀକରଣ ରାଜନୀତିରେ ମାତିଛି :ଶାହ

    ଦେଶର ଜାତୀୟ ଗୀତ ବନ୍ଦେ ମାତରମ ଗାନକୁ ନେଇ ବିବାଦ। ସରକାରୀ କାର୍ଯ୍ୟକ୍ରମରେ ବନ୍ଦେ ମାତରମର ୬ଟି ଷ୍ଟାଞ୍ଜା ଗାନ କରିବାକୁ ସରକାର କରିଥିବା ନିୟମକୁ ମାନିବାକୁ ମନା କରି ଦେଇଛି କଂଗ୍ରେସ। ୬ ଷ୍ଟାଞ୍ଜା ବଦଳରେ କଂଗ୍ରେସ ୧୯୩୭ରେ ଅନୁମୋଦନ…

    Continue reading
    ବିଜୟଙ୍କୁ ଭେଟିଲେ ଅମିତ ଶାହା

    ଚେନ୍ନାଇ: ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ୍ ବିଜୟଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଦକ୍ଷିଣାଞ୍ଚଳ ଆଞ୍ଚଳିକ ପରିଷଦର ବୈଠକରେ ଯୋଗଦେବା ପାଇଁ ଚେନ୍ନାଇରେ ପହଞ୍ଚିଥିବା ଗୃହମନ୍ତ୍ରୀ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ବିଜୟ ସ୍ୱାଗତ କରିଥିଲେ । ଗୃହମନ୍ତ୍ରୀ ଅମିତ ଶାହା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ