ମମତାଙ୍କ ‘ଖେଳ ଖତମ୍’? ପଶ୍ଚିମବଙ୍ଗରେ ଏଥର ବିଜେପି ସରକାର!

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଚାଲିଛି ଭୋଟ୍ ଗଣତି । ତୃଣମୂଳ କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି । ବିଜେପି ରାଜ୍ୟରେ ଏବେସୁଦ୍ଧା ଆଗରେ ରହିଛି । ଦଳ ୧୮୦ ଟି ଆସନରେ ଆଗୁଆ ଥିବା ବେଳେ ଟିଏମସି ୧୧୧ ସିଟରେ ଆଗରେ ରହିଛି। ଯାହା ବିଜେପି ଶିବିରରେ ଉତ୍ସାହ ଭରି ଦେଇଛି। ପ୍ରାରମ୍ଭିକ ଟ୍ରେଣ୍ଡକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗରେ ଦିଦିଙ୍କ ଖେଳ ଖତମ୍ ହେବା ସହ ବିଜେପି ସରକାର ଗଢ଼ିବ ବୋଲି ଆକଳନ କରାଯାଉଛି।

ରିପୋର୍ଟ ଅନୁସାରେ, ବିଜେପି ନେତା ତଥା ପଶ୍ଚିମବଙ୍ଗର ବିଜେପି ଚେହେରା ଶୁଭେନ୍ଦୁ ଅଧିକାରୀ ଆଗରେ ରହିଛନ୍ତି । ଉଭୟ ଭବାନୀପୋର ଏବଂ ନନ୍ଦିଗ୍ରାମ ଆସନରେ ସେ ବିପକ୍ଷ ପ୍ରା୍ର୍ଥୀଙ୍କ ଠାରୁ ଅଧିକ ଭୋଟ୍ ପାଇଛନ୍ତି ।

ସେ ଦାବି କରିଛନ୍ତି ଯେ ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ କରିବ। ନିର୍ବାଚନରେ ​​ବହୁ ସଂଖ୍ୟକ ମୁସଲିମ ଭୋଟର ତୃଣମୂଳ କଂଗ୍ରେସକୁ ସମର୍ଥନ କରିନାହାଁନ୍ତି। ସେ ଦାବି କରିଛନ୍ତି ଯେ ଭବାନୀପୁରରେ ସମାନ ଧାରା ପରିଲକ୍ଷିତ ହେଉଛି।

  • Related Posts

    ଜନ୍ତର ମନ୍ତରରେ ପ୍ରଦର୍ଶନ ମନା: ଦିଲ୍ଲୀରେ ବିକ୍ଷୋଭ ପାଇଁ ୩ଟି ନୂଆ ସ୍ଥାନ ଚିହ୍ନଟ

    ନୂଆଦିଲ୍ଲୀ:ଦେଶର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସ ୩ଟି ନୂଆ ସ୍ଥାନ ନିର୍ଦ୍ଧାରିତ କରିଛି। ଏଗୁଡ଼ିକ ହେଲା— ରାମଲୀଳା ମୈଦାନ, ବୁରାଡ଼ି ମୈଦାନ ଏବଂ ପୂର୍ବ ଦିଲ୍ଲୀର ସିବିଡି (CBD) ମୈଦାନ। ଏଥିସହିତ ଜନ୍ତର ମନ୍ତରକୁ ପ୍ରଦର୍ଶନ ସ୍ଥଳ ଭାବେ…

    Continue reading
    ଜନ୍ତର ମନ୍ତର ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍

    ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରିବାକୁ ନେଇ ସିଜେପିର କାର୍ଯ୍ୟକର୍ତ୍ତାମାନେ ସୋମବାର ପାର୍ଲାମେଣ୍ଟ ଷ୍ଟ୍ରିଟ୍ ଥାନାରେ ପହଞ୍ଚିଛନ୍ତି। ଏହି ମାମଲାରେ ସେମାନେ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି। ସିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ