ମର୍ମନ୍ତୁଦ ଦୁର୍ଘଟଣା: ୩ ମୃତ

ସୋର: ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଥିବା ଏକ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଖରାପ ହୋଇ ଠିଆ ହୋଇଥିବା ଏକ ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ । ଫଳରେ ଟ୍ରକରେ ଥିବା ୩ ଜଣ ଚାପି ହୋଇ ରହିଥିଲେ। ସୋର ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋର ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡ଼ିକୁ ଜବତ କରିବା ସହିତ ସୋର ମେଡ଼ିକାଲରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ