ମହାନଦୀରେ ବୁଡି ୨ ଯୁବକ ମୃତ

ଆଠଗଡ : ମହାନଦୀରେ ଗାଧୋଇବାବେଳେ ଅଘଟଣ। ପାଣିରେ ବୁଡିଯାଇ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ଆଠଗଡ ଥାନା କନ୍ଦରପୁର ଗାଁ ପାଖ ମହାନଦୀ ମଧ୍ୟରେ ଥିବା ଅମଙ୍ଗେଇ କୁଦ ନିକଟରେ ଏହି ଅଘଟଣ ଘଟିଛି। ମୃତ ଯୁବକ ୨ ଜଣ ହେଲେ କନ୍ଦରପୁର ଅଞ୍ଚଳର ଚିନ୍ମୟ ଦାସ (୨୦) ଓ ଆଠଗଡ଼ ଶାସନ ସାହିର ସଂକଳ୍ପ ମିଶ୍ର (୧୯)।

କନ୍ଦରପୁର ଗାଁ ପାଖ ମହାନଦୀ ମଧ୍ୟରେ ଥିବା ଅମଙ୍ଗେଇ କୁଦକୁ ୬ ଜଣ ଯୁବକ ଗାଧୋଇବାକୁ ଯାଇଥିଲେ। ୨ ଜଣ ଯୁବକ ପାଣିରେ ବୁଡି ଯାଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇ ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ