ମହାନଦୀ ଜଳ ବିବାଦ : ଆଜି ଟ୍ରିବ୍ୟୁନାଲର ଶୁଣାଣି

ଭୁବନେଶ୍ୱର : ମହାନଦୀ ଜଳ ବିବାଦକୁ ନେଇ ଆଜି ଟ୍ରିବ୍ୟୁନାଲର ଶୁଣାଣି ହେବ। ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ ମହାନଦୀ ଜଳକୁ ନେଇ ଯେଉଁ ବିବାଦ ରହିଛି, ତାହା ଉପରେ ଟ୍ରିବ୍ୟୁନାଲ ଆଜି କି ନିଷ୍ପତ୍ତି ନେବେ, ତାହା ଉପରେ ଓଡ଼ିଶା ସରକାରଙ୍କ ନଜର ରହିଛି । ନିକଟରେ ମହାନଦୀ ଜଳ ବିବାଦ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତ ସ୍ତରୀୟ ବୈଠକ ବସିଥିଲା । ମହାନଦୀ ନଦୀ ଜଳ ବିବାଦକୁ ନେଇ କେନ୍ଦ୍ର ସହଯୋଗରେ ଉଭୟ ରାଜ୍ୟ ଆପୋଷ ବୁଝାମଣା କରିବା ନେଇ ଏହି ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

  • Related Posts

    ବଲାଙ୍ଗିରରେ କାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

    ବଲାଙ୍ଗିର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ବଲାଙ୍ଗିର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗିର…

    Continue reading
    ସୁବର୍ଣ୍ଣପୁରରେ ୧୮ରୁ ୨୨ ସ୍କୁଲ ଛୁଟି

    ସୁବର୍ଣ୍ଣପୁର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୨ ତାରିଖ ପର୍ୟ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ