ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ରାଜ୍ୟସ୍ତରୀୟ ଜୟନ୍ତୀର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର :ଆଜି ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ମହାନ ବିପ୍ଳବୀ ଶହୀଦ ବିର୍ସ। ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସକାଳ ୯ ଘଟିକା ସମୟରେ ଭୁବନେଶ୍ଵରର ଜାଭିଅର ମାର୍ଗ, ମୈତ୍ରୀ ବିହାରସ୍ଥିତ ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।

ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ସଚିବାଳୟ ସାଂସ୍କୃତିକ ପରିଷଦ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ ସମେତ ବରିଷ୍ଠ ଅଧିକାରୀ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଓ ବୁଦ୍ଧିଜୀବୀ ପ୍ରମୁଖ ଯୋଗ ଦେଇଥିଲେ ।

  • Related Posts

    ଅପାରଗ ବାବୁଙ୍କୁ ହଟାଇବାକୁ ହେବ ସ୍ବତନ୍ତ୍ର ଅଭିଯାନ

    ଭୁବନେଶ୍ବର: ଅଗଷ୍ଟ ୭ ଭିତରେ ସମସ୍ତ ବିଭାଗୀୟ ମୁଖ୍ୟ ସେମାନଙ୍କ ବିଭାଗର ଅପାରଗ ବାବୁଙ୍କ ତାଲିକା ଦେବାକୁ କୁହାଯାଇଥିଲା। ହେଲେ ଅଧିକାଂଶ ବିଭାଗ ତାଲିକା ଦେଲେନି। ଯେତିକି ବିଭାଗ ତାଲିକା ଦେଲେ ସେଥିରେ ଅପାରଗ ବାବୁ ନାହାନ୍ତି ବୋଲି ଲେଖିଛନ୍ତି। ବାସ୍ତବରେ…

    Continue reading
    ଓମବ୍ରିକ୍ କାର୍ୟ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଓଡ଼ିଶାର ତଟରେଖା ଦେଇ ବ୍ୟାପିଥିବା ବଙ୍ଗୋପସାଗରର ନୀଳ ଜଳରାଶିରେ କ’ଣ ଲୁଚି ରହିଛି, ସେଥିରୁ ମାନବ ସଭ୍ୟତା ପାଇଁ କ’ଣ ଉପାଦେୟ ହୋଇପାରିବ ତା’ର ଅନୁସନ୍ଧାନ ଆରମ୍ଭ ହେବ। ଅଭିଜ୍ଞ ତଥା ଯୁବ ଗବେଷକ, ବୈଜ୍ଞାନିକ ନିଜ ଦକ୍ଷତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    Promoting Ayush systems of medicine at global level

    MSDE Hosts Consultative Workshop to Drive National Scheme for ITI Upgradation in Odisha

    Nationwide Digital Life Certificate Campaign 4.0 from 1st to 30th November, 2025

    210 Panchayat Leaders to attend Independence Day Celebrations in New Delhi as Special Guests

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ଘନେଇଲା ଭାରତ-ପାକିସ୍ତାନ ଯୁଦ୍ଧ ଆଶଙ୍କା

    ଘନେଇଲା ଭାରତ-ପାକିସ୍ତାନ  ଯୁଦ୍ଧ ଆଶଙ୍କା