ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ :ଆଇନମନ୍ତ୍ରୀ

ଭୁବନେଶ୍ୱର: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାର ଇତିମଧ୍ୟରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ କହିଛନ୍ତି, ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରାଜ୍ୟ ଓ ରାଜ୍ୟ ବାହାରେ ଅଛ। ସେଥିମଧ୍ୟରୁ ୩୬ରୁ ୩୭ ହଜାର ଏକର ଜମିର କାଗଜ ପ୍ରସ୍ତୁତ କରିସାରିଛୁ। ବାକି ଜମିର କାଗଜପତ୍ର ପ୍ରସ୍ତୁତ କରିବାର ପ୍ରକ୍ରିୟା ଜାରି ରହିଛି। ସରକାର ବହୁତ ଖୁବ୍‌ ଦ୍ରୁତଗତିରେ ଏହି କାର୍ୟ୍ୟ ଆରମ୍ଭ କରିଛନ୍ତି। ମହାପ୍ରଭୁଙ୍କର ଭୂସମ୍ପତ୍ତି ସଠିକ୍‌ ଆକଳନ ପାଇଁ କାମ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟିବ , ମେଲୋଡିରେ ହେବନି ଅଶ୍ଳୀଳ ନୃତ୍ୟ

    ଭୁବନେଶ୍ବର,04।09: ପୂଜାକୁ ନେଇ ବିଏମସିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥର ରାଜଧାନୀରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଏହା ସହ ପୂଜା ପେଣ୍ଡାଲ ନିକଟରୁ…

    Continue reading
    ମହାପ୍ରଭୁଙ୍କ ୫୮ ହଜାର ଏକର ଭୂ-ସମ୍ପତ୍ତି ଫେରାଇ ଆଣିବା ପ୍ରକ୍ରିୟା ଆରମ୍ଭ

    ଭୁବନେଶ୍ୱର,04/09: ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଆଣିବାକୁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଖୁବ ଶୀଘ୍ର ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଅଣାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ କହିଛନ୍ତି, ରାଜ୍ୟ ଓ ରାଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଶାନ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହେଲେ ୟୁରୋପୀୟ ୟୁନିଅନ ମୁଖ୍ୟ

    ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟିବ , ମେଲୋଡିରେ ହେବନି ଅଶ୍ଳୀଳ ନୃତ୍ୟ

    ଭାରତ ବଜାରରେ ପ୍ରବେଶ କଲା Samsung Galaxy S25 FE 5G;

    ନାସାର ସର୍ବୋଚ୍ଚ ସିଭିଲ୍ ସର୍ଭିସ୍ ପଦବୀରେ ଭାରତୀୟ ଆମେରିକୀୟ ଅମିତ କ୍ଷତ୍ରିୟ

    ମହାପ୍ରଭୁଙ୍କ ୫୮ ହଜାର ଏକର ଭୂ-ସମ୍ପତ୍ତି ଫେରାଇ ଆଣିବା ପ୍ରକ୍ରିୟା ଆରମ୍ଭ

    ୩୫ ଗ୍ରାମର ବ୍ରାଉନସୁଗାର ସହ ୫ ଜଣଙ୍କୁ ଗିରଫ କରିଛି ଭଦ୍ରକ ପୁଲିସ