ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ :ଆଇନମନ୍ତ୍ରୀ

ଭୁବନେଶ୍ୱର: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାର ଇତିମଧ୍ୟରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ କହିଛନ୍ତି, ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରାଜ୍ୟ ଓ ରାଜ୍ୟ ବାହାରେ ଅଛ। ସେଥିମଧ୍ୟରୁ ୩୬ରୁ ୩୭ ହଜାର ଏକର ଜମିର କାଗଜ ପ୍ରସ୍ତୁତ କରିସାରିଛୁ। ବାକି ଜମିର କାଗଜପତ୍ର ପ୍ରସ୍ତୁତ କରିବାର ପ୍ରକ୍ରିୟା ଜାରି ରହିଛି। ସରକାର ବହୁତ ଖୁବ୍‌ ଦ୍ରୁତଗତିରେ ଏହି କାର୍ୟ୍ୟ ଆରମ୍ଭ କରିଛନ୍ତି। ମହାପ୍ରଭୁଙ୍କର ଭୂସମ୍ପତ୍ତି ସଠିକ୍‌ ଆକଳନ ପାଇଁ କାମ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ