ମହିଳା ହେଲପଲାଇନ ନଂ-୧୮୧

ଭୁବନେଶ୍ୱର:: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ ଅଭିଯୋଗ କମିଟି (ଆଇଆଇସି) ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଓ ରେସିଡେଣ୍ଟାଲ ହଷ୍ଟେଲ ପାଇଁ ହେଲପଲାଇନ୍‍ ନଂ ଜାରି ହୋଇଛି । ମହିଳା ହେଲପଲାଇନ ନଂ-୧୮୧, ଶିଶୁ ହେଲନଲାଇନ ନଂ-୧୦୯୮, ପୁଲିସ-୧୧୨, ସ୍କୁଲ ଛାତ୍ର ହେଲପଲାଇନ ନଂ-୧୮୦୦୩୪୫୬୭୨୨ ଜାରି ହୋଇଛି । ଭଲ ଭାବରେ ହେଲପଲାଇନ ନଂ ଲଗାଇବାକୁ ସବୁ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ