ମାଓ ଡମ୍ପ ଠାବ: ୧୪ଭାର୍ମର ବନ୍ଧୁକ ଜବତ

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସିମାନ୍ତ କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷା କର୍ମିଙ୍କୁ ମିଳିଲା ବଡ ସଫଳ । କୁମ୍ବିଂ ଅପରେସନ ବେଳେ ଜଙ୍ଗଲ ଜଙ୍ଗଲ ଭିତରୁ ଯବାନ ମାନେ ଠାବ କଲେ ବଡ ଧରଣର ମାଓ ଡମ୍ପ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରିବା ଲାଗି ମାଓବାଦୀ ମାନେ ଲୁଚାଇ ରଖିଥିବା ଏହି ଡମ୍ପ ଭିତରୁ ୧୪ଟି ଭାର୍ମର ବନ୍ଧୁକ ଓ ୧୪ଟି ଟିଫିନ୍ ବୋମା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି ।

ସୂଚନା ମୁତାବକ, ପୁଙ୍ଗାରପାଲ ଥାନା ଅନ୍ତର୍ଗତ କୁଟୁର ଏବଂ ତୁମ୍ରିୱାଲ ଅଞ୍ଚଳରେ ସୁରକ୍ଷା ବାହିନୀର କମ୍ବିଂ ଚାଲିଥିଲା । ସେଠାରେ ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରିବା ଲାଗି ମାଓବାଦୀ ମାନେ ଲୁଚାଇ ରଖିଥିବା ଏକ ଡମ୍ପ ଭିତରୁ ୧୪ଟି ଭାର୍ମର ବନ୍ଧୁକ ଓ ୧୪ଟି ଟିଫିନ୍ ବୋମା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ଏହା ପରେ ମାଓବାଦୀଙ୍କୁ ମୂଳପୋଛ କରିବା ଲାଗି ଛତିଶଗଡରେ ଡିଆର୍‌ଜି ଓ ବସ୍ତରର ଫାଇଟର ବାହିନି ପକ୍ଷରୁ ଜୋରଦାର ଅପରେସନ ଜାରି ରହିଛି ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍