ମାଥିଲିରେ ଭୂସ୍ଖଳନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ବ୍ଳକ ନାୟକଗୁଡ଼ାରେ ଭୂସ୍ଖଳନ । ଲଗାଣ ବର୍ଷାରେ ଧସିଲା ପାହାଡ଼ । ଅଳ୍ପକେ ବର୍ତ୍ତିଗଲେ ପୁରିଗୁଡ଼ା ଗ୍ରାମର ଲୋକେ । ବର୍ଷା ପରେ ପାହାଡ଼ରୁ ଦୁଇଟି ବଡ ବଡ ପଥର ଖସିଥିବା ଜଣାପଡ଼ିଛି ।

ସୂଚନା ଅନୁୟାୟୀ, ପୁରିଗୁଡ଼ା ଗାଁର କିଛି ଲୋକ ପାହାଡ଼କୁ ଜାଳେଣି ସଂଗ୍ରହ ପାଇଁ ଯାଇଥିବା ବେଳେ ପ୍ରାୟ ଶହେ ଫୁଟ ଉଚ୍ଚରୁ ଦୁଇଟି ବଡ଼ ବଡ଼ ପଥର ଖସିଥିଲା । ଏହି ପଥର ଖଣ୍ଡ ପରସ୍ପର ମଧ୍ୟରେ ଧକ୍କା ହୋଇ ପ୍ରଚଣ୍ଡ ଶବ୍ଦ ସୃଶ୍ଟି କରିଥିଲା । ଫଳରେ ସ୍ଥାନୀୟ ଅଞ୍ଚଳ ଏକ ପ୍ରକାର ଧୁଆଁମୟ ହୋଇଯାଇଥିଲା । ଲୋକମାନେ ପ୍ରଚଣ୍ଡ ଶବ୍ଦ ଶୁଣି ଦୌଡ଼ି ପଳାଇଥିଲେ । ତେବେ ଏକ ବଡ଼ ଧରଣର ଅଘଟଣରୁ ବର୍ତ୍ତି ଯାଇଛନ୍ତି ଗାଁ ଲୋକେ । ଏହି ଅଞ୍ଚଳରେ ଆହୁରି ଅନେକ ସ୍ଥାନରେ ମାଟି ଅତଡ଼ା ଖସିବାର ମଧ୍ୟ ଆଶଙ୍କା ରହିଛି । ଯାହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି ।

  • Related Posts

    ଭିଜିଲାନ୍ସ ଜାଲରେ ସବ୍-ରେଜିଷ୍ଟ୍ରାର

    ବାଲେଶ୍ୱର: ଆଜି ବାଲେଶ୍ୱର ଜିଲ୍ଲା ବାଲିଆପାଳ ସବ୍-ରଜିଷ୍ଟ୍ରାର (ଓ.ଆର୍.ଏସ୍) ମିସ୍ ମନିଷା ମିଶ୍ରଙ୍କୁ ଜଣେ କ୍ରେତାଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଟିମ୍ ହାତେରଙ୍ଗା ଧରିଛି। ମିଳିଥିବା ସୂଚନା ଅନୁଯାୟୀ, ଜଣେ କ୍ରେତା ‘ବାଜ୍ୟାପ୍ତି ସ୍ଥିତିବାନ୍’ କିସମର…

    Continue reading
    ରାଜ୍ୟ ସଡ଼କ ନୀତି-୨୦୨୫ରେ ସଂଶୋଧନ କଲେ ସରକାର

    ଭୁବନେଶ୍ଵର : ସଡ଼କ ଆଉ ସେତୁ ପ୍ରକଳ୍ପରେ ଆଉ ହେବନି ବିଳମ୍ବ । ଓଡ଼ିଶା ରାଜ୍ୟ ସଡ଼କ ନୀତି-୨୦୨୫ରେ ସଂଶୋଧନ କଲେ ସରକାର । ସଡ଼କ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟାନ୍ଵୟନକୁ ତ୍ଵରାନ୍ଵିତ କରିବା ଲକ୍ଷ୍ୟ । ଏଣିକି କୌଣସି ସଡ଼କ ପ୍ରକଳ୍ପର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି