ମାର୍ଗଦର୍ଶିକା: ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର ପାଇଁ ନିର୍ଦ୍ଦେଶ

ସମ୍ବଲପୁର: ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ପରେ କୁଳପତି ଜାରି କଲେ ମାର୍ଗଦର୍ଶିକା । ଏହା ସହ ଅପରାହ୍ନ ୪ଟାରେ ବସିବ ଆଇସିସି । କାର୍ୟ୍ୟକ୍ଷେତ୍ରରେ ପ୍ରଫେସନାଲ ଭ୍ୟାଲୁ, ମୋରାଲ୍ ଭ୍ୟାଲୁ ପାଳନ କରିବା ପାଇଁ ମାର୍ଗଦର୍ଶିକା ଜାରି । ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର କରିବା ପାଇଁ ନିର୍ଦ୍ଦେଶ ରହିଛି ।
ଛାତ୍ରଛାତ୍ରୀଙ୍କର କୌଣସି ସ୍ତରରେ ଅସୁବିଧା ହେଲେ ବା ସେମାନେ ନିର୍ୟାତନାର ଶିକାର ହେଲେ, ଅବିଳମ୍ବେ ଅଭିଯୋଗ କରିବା ପାଇଁ କୁହାଯାଇଥିବା ଭାରପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ପ୍ରକାଶ କରିଛନ୍ତି । ଏହା ସହ ଅନ୍ୟ ଛାତ୍ରଛାତ୍ରୀଙ୍କ ସହ ଏମିତି କିଛି ଘଟିଛି ତାର କାଉନସେଲିଂ ଚାଲିଥିବା କୁଳପତି କହିଛନ୍ତି ।

  • Garvita Odia

    Related Posts

    ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି

    ବାଲେଶ୍ୱର : ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ଶୁକ୍ରବାର ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି । ଏହି କମିଟି ୧୮ ଓ ୧୯ ତାରିଖ ଦୁଇ ଦିନ ଧରି କଲେଜ ପରିସରରେ ତଦନ୍ତ…

    ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣା, ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

    କଟକ : ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରିବା ପାଇଁ ପ୍ରାର୍ଥନା କରି ଗୁରୁବାର ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ମାନବାଧିକାର କର୍ମୀ ତଥା ଆଇନଜୀବୀ…

    Leave a Reply

    Your email address will not be published. Required fields are marked *

    You Missed

    ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି

    ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି

    ରାଜଧାନୀରେ ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ଦୁର୍ବୃତ୍ତ

    ବେଙ୍ଗାଲୁରୁର ୪୦ ସ୍କୁଲକୁ ବୋମା ଧମକ

    ବେଙ୍ଗାଲୁରୁର ୪୦ ସ୍କୁଲକୁ ବୋମା ଧମକ

    କାର୍‌ -ଟ୍ରକ ଧକ୍କା:୪ ମୃତ