ମାର୍ଗଦର୍ଶିକା: ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର ପାଇଁ ନିର୍ଦ୍ଦେଶ

ସମ୍ବଲପୁର: ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ପରେ କୁଳପତି ଜାରି କଲେ ମାର୍ଗଦର୍ଶିକା । ଏହା ସହ ଅପରାହ୍ନ ୪ଟାରେ ବସିବ ଆଇସିସି । କାର୍ୟ୍ୟକ୍ଷେତ୍ରରେ ପ୍ରଫେସନାଲ ଭ୍ୟାଲୁ, ମୋରାଲ୍ ଭ୍ୟାଲୁ ପାଳନ କରିବା ପାଇଁ ମାର୍ଗଦର୍ଶିକା ଜାରି । ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର କରିବା ପାଇଁ ନିର୍ଦ୍ଦେଶ ରହିଛି ।
ଛାତ୍ରଛାତ୍ରୀଙ୍କର କୌଣସି ସ୍ତରରେ ଅସୁବିଧା ହେଲେ ବା ସେମାନେ ନିର୍ୟାତନାର ଶିକାର ହେଲେ, ଅବିଳମ୍ବେ ଅଭିଯୋଗ କରିବା ପାଇଁ କୁହାଯାଇଥିବା ଭାରପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ପ୍ରକାଶ କରିଛନ୍ତି । ଏହା ସହ ଅନ୍ୟ ଛାତ୍ରଛାତ୍ରୀଙ୍କ ସହ ଏମିତି କିଛି ଘଟିଛି ତାର କାଉନସେଲିଂ ଚାଲିଥିବା କୁଳପତି କହିଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ