ମାର୍ଚ୍ଚ ୨୪ଏବଂ ୨୫ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ବର: ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ ) ସହିତ ଆଲୋଚନା ବିଫଳ ହେବା ପରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ ମାର୍ଚ୍ଚ ୨୪ ଏବଂ ୨୫ ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ୟୁଏଫବିୟୁର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ନିଯୁକ୍ତି, ଚାକିରି ସୁରକ୍ଷା ଏବଂ ପାଞ୍ଚ ଦିନିଆ କାର୍ୟ୍ୟସପ୍ତାହ ଆଦି ରହିଛି।ବିଭିନ୍ନ ଦାବି ନେଇ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍) ମାର୍ଚ୍ଚ ୨୪ଏବଂ ୨୫ ତାରିଖ ଦୁଇ ଦିନିଆ ଧର୍ମଘଟ ଡାକରା ଦେଇଛି।
ୟୁଏଫବିୟୁର ଦାବିଗୁଡ଼ିକ ମଧ୍ୟରେ ସମସ୍ତ କ୍ୟାଡରରେ ପର୍ୟ୍ୟାପ୍ତ ନିଯୁକ୍ତି, ଅସ୍ଥାୟୀ କର୍ମଚାରୀଙ୍କୁ ନିୟମିତ କରିବା ଏବଂ ବ୍ୟାଙ୍କିଙ୍ଗ ଶିଳ୍ପରେ ୫ ଦିନିଆ କାର୍ୟ୍ୟ ସପ୍ତାହ ଅନ୍ତର୍ଭୁକ୍ତ।

ସରକାରୀ ସୂତ୍ର ଅନୁଯାୟୀ, ପ୍ରମୁଖ ଦାବିଗୁଡ଼ିକ ଉପରେ ଭାରତୀୟ ବ୍ୟାଙ୍କ ସଂଘ (ଆଇବିଏ) ସହିତ ୟୁଏଫବିୟୁ ଆଲୋଚନା କୌଣସି ସକାରାତ୍ମକ ଫଳାଫଳ ମିଳିପାରିନାହିଁ। ଫଳରେ ୟୁଏଫବିୟୁ ଏହାର ପ୍ରସ୍ତାବିତ ଦୁଇ ଦିନିଆ ଦେଶବ୍ୟାପୀ ଧର୍ମଘଟକୁ ଆଗକୁ ବଢ଼ାଇବାକୁ ଯୋଜନା କରିଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ