ମିଶନ ଶକ୍ତି ମହିଳାଙ୍କ ପ୍ରତି ଅବିଚାର କରୁଛି ଶାସକ ବିଜେପି:ବିଜେଡି

ଭୁବନେଶ୍ବର: ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତ ବିପର୍ୟ୍ୟସ୍ତ ହୋଇଛି। ରାଜ୍ୟରେ ମିଶନ ଶକ୍ତି ମହିଳାଙ୍କ ପ୍ରତି ଅବିଚାର କରୁଛି ଶାସକ ବିଜେପି । ଗୃହରେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତ ଓ ମିଶନ ଶକ୍ତି ଇସି ପୁନ୍ନର୍ଗଠନ ଦାବି କଲା ବିଜେଡି । ଗୃହରେ ବିରୋଧୀ ବିଜେଡି ସଦସ୍ୟଙ୍କ ଗୃହରେ ନାରାବାଜି । ବିଧାନସଭାର ପ୍ରଶ୍ନକାଳରୁ ଗୃହରେ ହଟ୍ଟଗୋଳ ଓ ନାରାବାଜି କରିଥିଲେ ବିରୋଧୀ ବିଜେଡି ଓ କଂଗ୍ରେସ । ଗୃହରେ ହଟ୍ଟଗୋଳ ଯୋଗୁଁ ଗୃହ ଅହରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିରୋଧୀ ନାରାବାଜି କରିଥିଲେ । ଗୃହ ମୁଲତବି ପରେ ରାଜ୍ୟ ସରକାର ମହିଳା ମାନଙ୍କ ପ୍ରତି ଷଡ଼ଯନ୍ତ୍ର କରୁଥିବା ଅଭିଯୋଗ ଆଣିଛି ବିଜେଡି । ଏହି ଷଡ଼ଯନ୍ତ୍ରକୁ ବନ୍ଦ କରିବାକୁ ଦାବି କରିଛି ବିଜେଡି । ଗୃହରେ ମହିଳାଙ୍କ ପାଇଁ ସ୍ଵର ଉଠାଇଲେ ବିରୋଧୀଙ୍କ କଣ୍ଠରୋଧ କରାଯାଉଥିବା ଅଭିଯୋଗ ଆଣିଛି ବିଜେଡି । ପ୍ରତିବାଦରେ ଗାନ୍ଧୀ ମୂର୍ତ୍ତି ତଳେ ବିରୋଧୀ ବିଜେଡି ସଦସ୍ୟମାନେ ଧାରଣା ଦେଇଛନ୍ତି । ହାତରେ ପ୍ଲା କାର୍ଡ ଧରି ଶାସକ ଦଳ ବିଜେପି ବିରୋଧରେ ନାରାବାଜି କରୁଛନ୍ତି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ