ମୁଁ ଟ୍ରମ୍ପଙ୍କ ଭାବନାନକୁ ପୂର୍ଣ୍ଣ ସମର୍ଥନ କରୁଛି- ମୋଦୀ

ନୂଆଦିଲ୍ଲୀ: ଭାରତ ଓ ଆମେରିକା ମଧ୍ୟରେ ସମ୍ପର୍କ ଲଗାତାର ବିଗିଡିବାରେ ଲାଗିଛି । ଏହାରି ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିଜର ଭଲ ବନ୍ଧୁ ବୋଲି କହିଛନ୍ତି ଏବଂ ଏହା ମଧ୍ୟ କହିଛନ୍ତି ଯେ ଏହା ମନେ ହେଉଛି ଯେ ଆମେ ଭାରତ ଏବଂ ରୁଷକୁ ହରାଇ ଦେଇଛୁ । ତେବେ ଭାରତ, ରୁଷ ଓ ଚାଇନାର ବନ୍ଧୁତା ଦୀର୍ଘଜୀବି ଏବଂ ସମୃଦ୍ଧ ହେଉ ବୋଲି ଟ୍ରମ୍ପ କହିଛନ୍ତି । ଭାରତ-ଆମେରିକା ସମ୍ପର୍କ ଉପରେ ଟ୍ରମ୍ପଙ୍କ ବୟାନ ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିକ୍ରିୟା ଦେଇଛନ୍ତି ।

ଏକ୍ସରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ‘ମୁଁ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ଆମ ସମ୍ପର୍କର ସକାରାତ୍ମକ ମୂଲ୍ୟାଙ୍କନକୁ ଗଭୀର ଭାବରେ ପ୍ରଶଂସା ଏବଂ ପୂର୍ଣ୍ଣ ସମର୍ଥନ କରୁଛି । ଭାରତ ଏବଂ ଆମେରିକା ମଧ୍ୟରେ ଏକ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂର ଦୃଷ୍ଟି ସମ୍ପନ୍ନ ବ୍ୟାପକ ଏବଂ ବିଶ୍ୱ ରଣନୈତିକ ସହଭାଗୀତା ରହିଛି ।
ପୂର୍ବରୁ ହ୍ୱାଇଟ୍‍ ହାଉସରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ-ଆମେରିକା ସମ୍ପର୍କ ଉପରେ କହିଥିଲେ ଯେ ମୁଁ ସବୁବେଳେ ମୋଦୀଙ୍କ ସହିତ ବନ୍ଧୁ ହୋଇ ରହିବି, ସେ ଜଣେ ମହାନ ପ୍ରଧାନମନ୍ତ୍ରୀ । ଭାରତ ଏବଂ ଆମେରିକା ମଧ୍ୟରେ ଏକ ବିଶେଷ ସମ୍ପର୍କ ରହିଛି । ଚିନ୍ତା କରିବାର କିଛି ନାହିଁ ।

  • Related Posts

    ବାୟୁସେନା ବିମାନ AN-32 ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସମେତ 5 ମୃତ

    ଜୋରହାଟ: ଶନିବାର ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଭାରତୀୟ ବାୟୁସେନା ଏକ AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, AN-32 ଜୋରହାଟ ବାୟୁସେନାରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।…

    Continue reading
    ଅଭିଷେକ ବାନାର୍ଜୀଙ୍କ ଘରେ ସର୍ଚ୍ଚ

    ବିଧାନସଭା ନିର୍ବାଚନ ପରାଜୟ ପରେ ମମତା ବାନାର୍ଜୀଙ୍କ ଟିଏମସିରେ ସଙ୍କଟ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଦଳେ ଆଭ୍ୟନ୍ତରୀଣ କନ୍ଦଳ ତୀବ୍ର ହୋଇଥିବା ବେଳେ ଅନ୍ୟପଟେ ଦଳର ବରିଷ୍ଠ ନେତାମାନଙ୍କ ପାଇଁ ଆଇନଗତ ସମସ୍ୟା ଜଟିଳ ହୋଇଛି। ଏହିକ୍ରମରେ ଆଜି ଟିଏମସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ