ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ

ଭୁବନେଶ୍ବର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର ଖୋଲିବାର ଆଶା ଦେଖାଯାଉଛି। କ୍ରାଇମ୍‌ ବ୍ରାଞ୍ଚର ସାନି ତଦନ୍ତ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତଃ ନବ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଓ ମୀନତି ଦାସଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଥିବା ସୂଚନା ମିଳିଛି। ଏହି ଅବସରରେ ପୂର୍ବତନ ବିଧାୟକ ତଥା ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।

ସୂଚନାଯୋଗ୍ୟ, ନବଙ୍କ ପରିବାରକୁ କ୍ରାଇମବ୍ରାଞ୍ଚ ପଚରାଉଚୁରା ଜାରି ରଖିଛି। ସିବିଆଇ ତଦନ୍ତ ପାଇଁ ବିଶାଳ ଦାସ ଦାବି କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବ ଦାସଙ୍କ ପତ୍ନୀ ମିନତି ଦାସ ଗତ ୧୧ ତାରିଖରେ ଇ-ମେଲ କରିଥିଲେ। ସେ ମୁଖ୍ୟମନ୍ତ୍ରୀଙ୍କୁ ସମୟ ମାଗିଥିଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ