ମୁଖ୍ୟମନ୍ତ୍ରୀଙ୍କ କଥା ମାନୁଥିଲେ ଏପରି ବିଭ୍ରାଟ ହୋଇନଥାନ୍ତା:ପ୍ରମିଳା

ଭୁବନେଶ୍ବର: ରଥଯାତ୍ରାରେ ସୃଷ୍ଟି ହୋଇଥିବା ଦଳଚକଟା ଭଳି ସ୍ଥିତି ନେଇ ରାଜ୍ୟରେ ଶାସକ ଏବଂ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ସରକାର ବିରୋଧୀଙ୍କ ଟାର୍ଗେଟରେ ରହିଛନ୍ତି। ସମୀକ୍ଷା ବୈଠକ ଜୋର ହେଉଛି କିନ୍ତୁ କାମ ହେଉନାହିଁ ବୋଲି ବି‌ରୋଧୀ ଅଭିଯୋଗ କରିଛନ୍ତି। ସରକାରଙ୍କ ଠାକୁରଙ୍କ ପ୍ରତି ଭକ୍ତି ନାହିଁ, ଲୋକଙ୍କ ପ୍ରତି ଆନ୍ତରିକତା ନାହିଁ।
ସରକାର ସୁରକ୍ଷା ଦେଇ ପାରିନାହାନ୍ତି ଫଳରେ ଲୋକେ ପୁରୀକୁ ଆସିବାକୁ ଡରୁଛନ୍ତି ବୋଲି ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କଥାକୁ କେହି ମାନୁ ନାହାନ୍ତି, ମାନୁଥିଲେ ଏପରି ବିଭ୍ରାଟ ହୋଇନଥାନ୍ତା। କେବଳ ଏସପି କଲେକ୍ଟରଙ୍କ ବଦଳି ନ କରି ବଡ଼ ଅଫିସରଙ୍କ ଉପରେ କାହିଁକି ଆକ୍ସନ ନେଉନାହାନ୍ତି ବୋଲି ପ୍ରମିଳା ପ୍ରଶ୍ନ କରିଛନ୍ତି।
ବଡ଼ ଠାକୁର ପଡ଼ିଯିବା ଘଟଣା, ଶରଧାବାଲିରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ନନ୍ଦିଘୋଷ ରଥ ଗଡିବାରେ ବିଳମ୍ବ କେବେ ଦେଖିବାକୁ ମିଳିନଥିଲା ବୋଲି ପ୍ରମିଳା କହିଛନ୍ତି।

  • Related Posts

    ନାଟର ଗୋବର୍ଦ୍ଧନ ଅପରାଜିତା

    ବେଗୁନିଆ : ଯାହା ଆଶଙ୍କା କରାଯାଉଥିଲା ସେଇଆ ହିଁ ହେଲା । ବେଗୁନିଆ ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ବିଜୁଳି ଓ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିତରେ ତିକ୍ତତା ଆଉ କେଇପାଦ ଆଗକୁ ଯାଇଛି । ପୂର୍ବରୁ ରାଜନୀତିକ ବିରୋଧ…

    Breastfeeding brings the child closer to the mother’s heart : Dy CM Smt. Pravati Parida

    Bhubaneswar: The State-Level celebration of World Breastfeeding Week 2025 was held today at the Lok Seva Bhawan Convention Centre in Bhubaneswar, under the leadership of the Department of Women and…

    Leave a Reply

    Your email address will not be published. Required fields are marked *

    You Missed

    ନାଟର ଗୋବର୍ଦ୍ଧନ ଅପରାଜିତା

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ