ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର କହିଛନ୍ତି।

ମୁଖ୍ୟମନ୍ତ୍ରୀ ଶିକ୍ଷା କ୍ଷେତ୍ରରେ ୨ଟି ବଡ଼ ଆହ୍ବାନ ଦେଇ କହିଛନ୍ତି, ଡ୍ରପ୍‌ ଆଉଟ୍‌ ହ୍ରାସ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବ। ତଥ୍ୟ ଅନୁସାରେ ୨୪% ଆଦିବାସୀ ପିଲା ଅଧାରୁ ପାଠ ଛାଡୁଛନ୍ତି। ତେଣୁ ଆମେ ମାଧୋ ସିଂ ହାତଖର୍ଚ୍ଚ ଯୋଜନା ଲାଗୁ କରିଛୁ। ଏହାଦ୍ବାରା ୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଉପକୃତ ହେଉଛନ୍ତି। ଫଳରେ ଡ୍ରପ୍‌ ଆଉଟ ଯଥେଷ୍ଟ ହ୍ରାସ ପାଇଥିବା ସୂଚନା ମିଳିଛି। ଗୁଣାତ୍ମକ ଶିକ୍ଷା ପାଇଁ ଶିକ୍ଷକ ଓ ଭିତ୍ତିଭୂମି ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ