ମୁଖ୍ୟମନ୍ତ୍ରୀଙ୍କ ମହାନଦୀ ମନ୍ତବ୍ୟ ଧୂଆଁ ବାଣ:ନରସିଂହ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ନରସିଂହ ମିଶ୍ର । ମହାନଦୀ ବିବାଦ ଆଲୋଚନା ରହିଥିବା ବେଳେ ସମାଧାନ ପାଇଁ ଆଲୋଚନା ମଧ୍ୟ ଜାରି ରହିଛି । ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ୨ ଥର ଆଲୋଚନା ହୋଇଛି । ଜଳ ବିବାଦ ପ୍ରସଙ୍ଗକୁ ରାଜ୍ୟ ସରକାର ଗୁରୁତର ସହ ନେଇଛନ୍ତି । ଆଗାମୀ ଦିନରେ ମହାନଦୀ ଉପରେ ପ୍ରସ୍ତାବିତ ପ୍ରକଳ୍ପ ତ୍ୱରାନ୍ୱିତ ପାଇଁ ବିଚାର ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଥିବାବେଳେ ଏହାକୁ ନରସିଂହ ମିଶ୍ର ସମାଲୋଚନା କରିଛନ୍ତି ।
ମନ୍ତବ୍ୟକୁ ଧୂଆଁ ବାଣ କହିଲେ ପୂର୍ବତନ ବିଧାୟକ ନରସିଂହ ମିଶ୍ର । କଥା ଧୂଆଁ ବାଣ କିଛି ସମାଧାନ କରିପାରିବେନି ବୋଲି କହିଲେ ନରସିଂହ । ଏହା ଏକ ଜୁମଲା ସରକାର କହି ନରସିଂହଙ୍କ ସମାଲୋଚନା । ମହାନଦୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଡା ସମାଲୋଚନା କରିଛନ୍ତି ପୂର୍ବତନ ବିଧାୟକ।

  • Related Posts

    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading
    ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

    ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ