ମୁଣ୍ଡୁଳି ଛୁଇଁଲା ହୀରାକୁଦ ପାଣି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଫଳରେ ପ୍ରାୟ ସବୁ ନଦୀର ଜଳସ୍ତର ବଢିବାରେ ଲାଗିଛି। ଏପଟେ ହୀରାକୁଦର ୨୦ଟି ଗେଟ ଖୋଲାଥିବାରୁ ଏବେ ମହାନଦୀର ଜଳସ୍ତର ମଧ୍ୟ ବଢିବାରେ ଲାଗିଛି। ମୁଣ୍ଡୁଳିରେ ହୀରାକୁଦ ପାଣି ପହଞ୍ଚିବା ଫଳରେ ତଳିଆ ଅଞ୍ଚଳର ଲୋକଙ୍କ ପାଇଁ ସତର୍କ ସୂଚନା ଜାରି କରଯାଇଛି। କାରଣ ଶୁକ୍ରବାର ସକାଳେ ମୁଣ୍ଡୁଳିରେ ୮ ଲକ୍ଷ ୩୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଥିବାରୁ ବନ୍ୟା ଆଶଙ୍କା କରାଯାଉଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଆଗାମୀ ୨-୩ ଦିନ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ଏପଟେ ଓଡ଼ିଶା ପାଇଁ ରେଡ ଆଲର୍ଟ ବି ଜାରି କରାଯାଇଛି।

  • Related Posts

    ରାଜ୍ୟ କ୍ୟାବିନେଟ: ଅସ୍ତରଙ୍ଗ ବନ୍ଦରର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୩୪ କୋଟି

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

    Continue reading
    ରାଜ୍ୟ କ୍ୟାବିନେଟ: ସହରାଞ୍ଚଳରେ ଜଳ ନିଷ୍କାସନ ପାଇଁ ୫୦୦ କୋଟି

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ