ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ପଶିଲେ ୪ ଯୁବକ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ପୁଣି ଉଠିଲା ପ୍ରଶ୍ନ । ଦକ୍ଷିଣ ଦ୍ୱାର ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ୪ ଜଣ ଯୁବକ ପ୍ରବେଶ କରିଥିଲେ । କେଉଁ ପରିସ୍ଥିତିରେ କିଭଳି ଭାବରେ ଏହି ଯୁବକ ମାନେ ମେଘନାଦ ପାଚେରି ଡେଇଁ ମନ୍ଦିରରେ ପ୍ରବେଶ କରିଥିଲେ ତାହାକୁ ନେଇ ସବୁଠି ପ୍ରଶ୍ନ ଉଠିଛି । ସୁରକ୍ଷା ଉପରେ ପ୍ରଶ୍ନ ଉଠିବା ପରେ ପ୍ରତିକ୍ରିୟା ରଖିଛନ୍ତି ଏସପି । ସେ କହିଛନ୍ତି ମେଘନାଦ ପାଚେରି କଡରେ ମାଟି କିଏ ପକାଇଥିଲା ତଦନ୍ତ ହେବ । ତଦନ୍ତ ପରେ ଖୁବଶୀଘ୍ର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ପିନାକ ମିଶ୍ର କହିଛନ୍ତି ।

  • Related Posts

    ରେକର୍ଡ ଡାନ୍ସ ନହେବାରୁ ହଙ୍ଗାମା

    ବ୍ରହ୍ମପୁର: ରେକର୍ଡ ଡାନ୍ସ ନହେବାରୁ ହଙ୍ଗାମା। ଦଣ୍ଡନାଚରେ ହୋହଲ୍ଲା କଲେ ସ୍ଥାନୀୟ ଲୋକେ। ବାଧ୍ୟ ହୋଇ କାର୍ଯ୍ୟକ୍ରମ ବନ୍ଦ କଲେ ଦଣ୍ଡନାଚ ଯାତ୍ରା ପାର୍ଟି। ଗତକାଲି ରାତିରେ ବ୍ରହ୍ମପୁର ହିଲପାଟଣା ଅଂଚଳରେ ଦଣ୍ଡନୃତ୍ୟ ଅନୁଷ୍ଠିତ ହୋଇଥିଲା। ସାମାଜିକ ନାଟକ ପରିବେଷଣ ହେଉଥିଲା।…

    Continue reading
    ଆଜିଠୁ ବଢ଼ିବ କାଳବୈଶାଖୀ ବର୍ଷା

    ଭୁବନେଶ୍ୱର: ରବିବାରଠାରୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ବଢ଼ିପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ୪୦ରୁ ୫୦ କିମି ବେଗରେ ପବନ ବହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ