ମେଡିକାଲ​‌ରେ ଭୟାବହ ଅଗ୍ନିକାଣ୍ଡ

ଚେନ୍ନାଇ: ତାମିଲନାଡୁସ୍ଥିତ ରାମନାଥପୁରମ୍ ମେଡିକାଲ​‌ରେ ଭୟାବହ ଅଗ୍ନିକାଣ୍ଡ। ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି । ହସ୍ପିଟାଲରେ ଥିବା ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି। ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବାର ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍ ଏବଂ ଅଗ୍ନିଶମବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିନିଆଁକୁ ଆୟତ୍ତ କରିଛନ୍ତି।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ