ମେ’୨ରେ ମାଟ୍ରିକ ରେଜଲ୍ଟ

ଆସନ୍ତା ମେ’ ୨ରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ବୋଡର଼୍ ଅଫ ସେକେଣ୍ଡାରୀ ଏଡ଼ୁକେସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଷ୍ଟେଟ ଓପନ ସ୍କୁଲ୍‌ ଓ ମଧ୍ୟମା ଫଳ ବି ସେହିଦିନ ପ୍ରକାଶ ପାଇବ । ମେ’ ୨ ଅପରାହ୍ନ ୪ଟାରେ ଫଳ ପ୍ରକାଶ ପାଇବ । ଇଣ୍ଟରନେଟ୍‌ ନଥିବା ଅଞ୍ଚଳରେ ରୋଲ ନମ୍ବର ଏସଏମଏସ କରି ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଜାଣିପାରିବେ ।

  • Related Posts

    ଯୁବତୀଙ୍କୁ ଦୁଷ୍କର୍ମ ପରେ ମୁହଁକୁ ହାଣିଲା ଦୁବୃର୍ତ୍ତ

    ଢେଙ୍କାନାଳ:ଯୁବତୀଙ୍କୁ ଦୁଷ୍କର୍ମ କରିବା ପରେ ଜୀବନରେ ମାରିଦେବା ପାଇଁ ମୁହଁକୁ ହାଣିଲା ଦୁବୃର୍ତ୍ତ। ନିକଟରେ ଗାଈ ଚରାଉଥିବା ବ୍ୟକ୍ତିଙ୍କ ଦ୍ୱାରା ଉଦ୍ଧାର ହେବା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ସଦର ଥାନା ଅଞ୍ଚଳରେ ।…

    Continue reading
    ମିଳିଲା ଦନ୍ତା ହାତୀର ମୃତଦେହ

    ବଲାଙ୍ଗୀର :ପୁଣି ଆସିଲା ହାତୀ ମୃତ୍ୟୁ ଖବର। ବଲାଙ୍ଗୀର ମୁରିବାହାଲ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ। ଅନେକ ଦିନ ଧରି ହାତୀପଲ ମୁରିବାହାଲର ରେଞ୍ଜର ବିଭିନ୍ନ ଗାଁରେ ଉପଦ୍ରବ କରୁଥିଲେ। ହେଲେ ଆଜି ସକାଳୁ ଚାନୁଟମାଲ ଗାଁ ନିକଟରେ ଥିବା ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା