ମେ ୧୫ରୁ ୨୧ସିବିଏସଇ ଦଶମ ଶ୍ରେଣୀ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ତାରିଖ । ମେ ୧୫ରୁ ୨୧ତାରିଖ ଯାଏଁ ଚାଲିବ ପରୀକ୍ଷା ।ସକାଳ ୧୦ଟା ୩୦ ରୁ ୧ଟା ୩୦ ଯାଏଁ ଚାଲିବ ପରୀକ୍ଷା । ଚଳିତ ବର୍ଷ ପ୍ରଥମ ଥର ସିବିଏସଇ ପକ୍ଷରୁ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ନିଷ୍ପତ୍ତି ନିଆଯାଇଛି । ଏହା ପୂର୍ବରୁ ବୋର୍ଡ ପ୍ରଥମ ପରୀକ୍ଷା ଶେଷ ହେଇଯାଇଛି । ଯାହାର ଫଳାଫଳ ମଧ୍ୟ ପ୍ରକାଶ ପାଇସାରିଛି ଏ ବର୍ଷ ମଧ୍ୟ ଅନେକ ଭଲ ରେଜଲ୍ଟ ମଧ୍ୟ ଛାତ୍ରଛାତ୍ରୀ ମାନେ ରଖିଛନ୍ତି ।

  • Related Posts

    ମେ’ ପହିଲାରୁ ରବି ଧାନ କିଣା

    ଭୁବନେଶ୍ବର: ମେ’ ପହିଲାରୁ ଚାଷୀଙ୍କ ପାଖରୁ ରାଜ୍ୟ ସରକାର ରବି ଧାନ କିଣିବେ। ଧାନ କିଣା ପ୍ରକ୍ରିୟା ଜୁନ୍‌ ୩୦ ପର୍ୟ୍ୟନ୍ତ ଚାଲିବ। ଏନେଇ ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗିର, ବୌଦ୍ଧ,…

    Continue reading
    ଆଜି ସ୍କୁଲ ଛୁଟି ନିଷ୍ପତ୍ତି ନେଇପାରନ୍ତି ସରକାର

    ଭୁବନେଶ୍ୱର: ଓଡ଼ିଶାରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ସୂର୍ଯ୍ୟଙ୍କ ତାତିରେ ସିଝୁଛି ସାରା ରାଜ୍ୟ। ଏଭଳି ସ୍ଥିତିରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ନେଇ ବଢ଼ିଛି ଚିନ୍ତା। ଆଜି ସ୍କୁଲ ଛୁଟି ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇପାରନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର