ଭୁବନେଶ୍ବର: ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ଆସନ୍ତା ମେ ୧୮ ଓ ୨୫ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…
ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…