ମେ ୬ରୁ ଜୁନ୍ ୧୯ ଯାଏଁ ଖରା ଛୁଟି

ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ୟ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ । ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ୟ୍ୟଦିବସ ଅଛି, ଅର୍ଥାତ୍‌ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି ।

ଏପ୍ରିଲ ମାସରେ ୨୨ଟି କାର୍ୟ୍ୟଦିବସ ରହିଥିବା ବେଳେ ମେ’ରେ ୪ଟି, ଜୁନରେ ୮ଟି, ଜୁଲାଇରେ ୨୬, ଅଗଷ୍ଟରେ ୨୨ଟି ଲେଖାଏ କାର୍ୟ୍ୟ ଦିବସ ରହିଛି । ସେହିପରି ସେପ୍ଟେମ୍ୱରରେ ୨୩, ଅକ୍ଟୋବରରେ ୨୦, ନଭେମ୍ୱରରେ ୨୧, ଡିସେମ୍ୱରରେ ୧୮, ଜାନୁଆରୀରେ ୨୩, ଫେବ୍ରୁଆରୀରେ ୨୪ ଓ ମାର୍ଚ୍ଚରେ ୨୨ଟି ଲେଖାଏ କାର୍ୟ୍ୟ ଦିବସ ରହିଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ