ମେ’ ୯ ତାରିଖରେ ଶୁଭେନ୍ଦୁ ଅଧିକାରୀଙ୍କ ଶପଥ ଗ୍ରହଣ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଜେପି ବିଧାୟକ ଦଳ ବୈଠକରେ ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ବିଜେପି ବିଧାୟକ ଦଲର ନେତା ଭାବେ ନିର୍ବାଚିତ ହେବ। ପରେ ଆଗାମୀ ୯ତାରିଖ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଜେପି ବିଧାୟକ ଦଳ ବୈଠକର ଅଧ୍ୟକ୍ଷତା କରୁଥିବା କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଶାହ କହିଛନ୍ତି ଯେ ସମସ୍ତ ପ୍ରସ୍ତାବ ଶୁଭେନ୍ଦୁ ଅଧିକାରୀଙ୍କ ସପକ୍ଷରେ ଗ୍ରହଣ କରାଯାଇଛି। ବିଜେପି ବିଧାନସଭା ନିର୍ବାଚନରେ ​​ଏକ ଐତିହାସିକ ବିଜୟ ହାସଲ କରିଛି। ଯାହା ଦ୍ୱାରା ଟିଏମସିର ୧୫ବର୍ଷର ଶାସନର ଅନ୍ତ ଘଟିଛି। ବିଜେପି ରାଜ୍ୟ ସଭାପତି ସମୀକ ଭଟ୍ଟାଚାର୍ୟ୍ୟ କହିଛନ୍ତି, ପଶ୍ଚିମବଙ୍ଗରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ମେ’ ୯ ତାରିଖରେ ବ୍ରିଗେଡ ପରେଡ୍‌ ଗ୍ରାଉଣ୍ଡ୍‌ରେ ହେବ। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଯୋଗ ଦେବେ। ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରଶାସନ ସହ ସମସ୍ତ ପ୍ରକାର ସହଯୋଗ ରଖି କାମ ଆଗକୁ ବଢ଼ିଛି ବୋଲି ସେ କହିଛନ୍ତି।

  • Related Posts

    ‘ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ’ ଯୋଜନାର ଗାଇଡଲାଇନରେ ସଂଶୋଧନ

    ଭୁବନେଶ୍ଵର : ଦିବ୍ୟାଙ୍ଗଙ୍କ ପାଇଁ ବଡ଼ ଖବର, ବଦଳିଲା ଗାଇଡଲାଇନ୍। ବାର୍ଷିକ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଥିବା ପରିବାରର ଦିବ୍ୟାଙ୍ଗଙ୍କୁ ମିଳିବ ମାଗଣା ଉପକରଣ ଓ ଶିକ୍ଷାବୃତ୍ତି। ପୂର୍ବରୁ ୨ ଲକ୍ଷ ୪୦ ହଜାର ଆୟ ଥିବା ପରିବାରଙ୍କୁ ଯୋଜନାର…

    Continue reading
    ଆଜିଠୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

    ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିବେ । ସୋମବାର ଅପରାହ୍ଣରେ କଟକସ୍ଥିତ ଜଗତ୍ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦ୍ଘାଟନ କରିବେ । ୪ ତାରିଖରେ ଭୁବନେଶ୍ୱର ରେଳଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ବ୍ରହ୍ମପୁର ଯିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ