ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ସେବା ପକ୍ଷ ପାଳିବ ବିଜେପି

ଭୁବନେଶ୍ବର: ସେବା ପକ୍ଷ ପାଳନ ନେଇ ବିଜେପି ରାଜ୍ୟ କାର୍ୟ୍ୟାଳୟରେ ରାଜ୍ୟ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଅଛନ୍ତି। ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସେବା ପକ୍ଷ ପର୍ୟ୍ୟବେକ୍ଷକ ଅରବିନ୍ଦ ମେନନ ବି ଏଥିରେ ଯୋଗ ଦେଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ତାରିଖ ଯାଏ ସେବା ପକ୍ଷ ପାଳିବ ବିଜେପି। ଏହି ଅବସରରେ ବିଜେପି ପକ୍ଷରୁ ବିଭିନ୍ନ ସେବାମୂଳକ କାର୍ୟ୍ୟକ୍ରମ ହାତକୁ ନିଆଯିବ। ଏନେଇ ରାଜ୍ୟ କାର୍ୟ୍ୟଳୟରେ ଅନୁଷ୍ଠିତ ହେଉଛି ରାଜ୍ୟ ସ୍ତରୀୟ କର୍ମଶାଳା। ସ୍ୱଚ୍ଛତା ଅଭିଯାନ, ରକ୍ତଦାନ ଶିବିର, ସ୍ୱାସ୍ଥ୍ୟ ଶିବିର, ପ୍ରଧାନମନ୍ତ୍ରୀଙ୍କ ଜୀବନ ଆଧାରିତ ଫଟୋ ପ୍ରଦର୍ଶନୀ ଓ ପୁସ୍ତକ ବଣ୍ଟନ ଭଳି କାର୍ୟ୍ୟକ୍ରମ ହାତକୁ ନିଆଯିବ।

  • Related Posts

    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading
    କ୍ଷମା ମାଗିଲେ ନିଶିକାନ୍ତ ଦୁବେ: କ’ଣ କହିଲେ ଜାଣନ୍ତୁ

    ନୂଆଦିଲ୍ଲୀ : ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ଆଜି କ୍ଷମା ମାଗିଛନ୍ତି ନିଶିକାନ୍ତ ଦୁବେ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ କ୍ଷମା ପ୍ରାର୍ଥନା କରିଛନ୍ତି। ଏବଂ କହିଛନ୍ତି ବିଜୁ ବାବୁଙ୍କୁ ନେଇ ଦେଇଥିବା ବୟାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ