ମୋହନ କରିବେ ବଡ଼ ଘୋଷଣା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ଼ ଘୋଷଣା କରିବେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବସିଛି । ବୈଠକରେ ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂକ୍ରାନ୍ତରେ ଆଲୋଚନା ଚାଲିଛି । ଆଲୋଚନା ପରେ ସରକାରଙ୍କ ପକ୍ଷରୁ କ୍ୟାବିନେଟ୍‌ ନିଷ୍ପତ୍ତି ସଂକ୍ରାନ୍ତରେ ଘୋଷଣା କରାଯିବ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କ୍ୟାବିନେଟ୍‌ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଅନୁଗର୍ଗ ପ୍ରମୁଖ ଉପସ୍ଥିତ ଅଛନ୍ତି ।

  • Related Posts

    ଯୁବତୀଙ୍କୁ ଦୁଷ୍କର୍ମ ପରେ ମୁହଁକୁ ହାଣିଲା ଦୁବୃର୍ତ୍ତ

    ଢେଙ୍କାନାଳ:ଯୁବତୀଙ୍କୁ ଦୁଷ୍କର୍ମ କରିବା ପରେ ଜୀବନରେ ମାରିଦେବା ପାଇଁ ମୁହଁକୁ ହାଣିଲା ଦୁବୃର୍ତ୍ତ। ନିକଟରେ ଗାଈ ଚରାଉଥିବା ବ୍ୟକ୍ତିଙ୍କ ଦ୍ୱାରା ଉଦ୍ଧାର ହେବା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ସଦର ଥାନା ଅଞ୍ଚଳରେ ।…

    Continue reading
    ମିଳିଲା ଦନ୍ତା ହାତୀର ମୃତଦେହ

    ବଲାଙ୍ଗୀର :ପୁଣି ଆସିଲା ହାତୀ ମୃତ୍ୟୁ ଖବର। ବଲାଙ୍ଗୀର ମୁରିବାହାଲ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ। ଅନେକ ଦିନ ଧରି ହାତୀପଲ ମୁରିବାହାଲର ରେଞ୍ଜର ବିଭିନ୍ନ ଗାଁରେ ଉପଦ୍ରବ କରୁଥିଲେ। ହେଲେ ଆଜି ସକାଳୁ ଚାନୁଟମାଲ ଗାଁ ନିକଟରେ ଥିବା ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା