ଯୁବକଙ୍କ ମୃତ୍ୟୁ, ଦୁର୍ଘଟଣା ନୁହେଁ ଥାର୍ ଚଢାଇ ହତ୍ୟା!

ଭୁବନେଶ୍ୱର : ଚନ୍ଦ୍ରଶେଖରପୁର ଦୁର୍ଘଟଣାରେ ଶନିବାର ଏକ ବଡ ଟ୍ୱିଷ୍ଟ ସାମ୍ନାକୁ ଆସିଛି। ଦୁର୍ଘଟଣା ନୁହେଁ, ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଆଣିଲେ ଅଭିଯୋଗ। ଥାର୍ ଚଢାଇ ବାଇକ୍ ଆରୋହୀ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଲସି ଦୋକାନରେ ଗଣ୍ଡଗୋଳ ପରେ ପଛରୁ ଥାର୍ ଚଢାଇ ହତ୍ୟା କରାଯାଇଛି। ମୃତ ଯୁବକ ଖୋର୍ଦ୍ଧା କାଇପଦର ଅଞ୍ଚଳର ସୂଚନା। ପରିବାର ଅଭିଯୋଗ ପରେ ଘଟଣାର ମାମଲା ରୁଜୁ ହୋଇଛି। ପୁଲିସ ତଦନ୍ତ ପରେ ଘ ଟଣାରେ ୫ ଜଣଙ୍କୁ ଅଟକ ରଖାଯାଇଛି। ଥାର୍ ଜବତ ସହ ୫ ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି। ଚନ୍ଦ୍ରଶେଖରପୁର ଥାନାରେ ଏନେଇ ହତ୍ୟା ମାମଲା ରୁଜୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି ବୋଲି ସୂଚନା ମିଳିଛି।

  • Related Posts

    ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ

    କଟକ ୪।୬: ଏସ୍‌ସିବି ପିଛା ଛାଡ଼ୁନି ଅଗ୍ନିକାଣ୍ଡ । କଟକ ଏସ୍‌ସିବି ମେଡ଼ିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ୱାର୍ଡ ଭିତରେ ଥିବା…

    Continue reading
    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ