ଯୁବତୀଙ୍କୁ ଉଠାଇ ନେଲେ

ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ବଜାରରେ ।
ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଅଞ୍ଚଳର ଯୁବତୀ ବାପା-ମା’ଙ୍କ ସହିତ ଶୁକ୍ରବାର ସନ୍ଧ୍ୟା ସମୟରେ କପ୍ତିପଦା ବଜାର ଯାଇଥିଲେ । ହେଲେ ଝିଅ ଯେତେବେଳେ ଦୋକାନ ବାହାରକୁ ଆସିଥିଲେ ସେହି ସମୟରେ ଅଚାନକ ୪ ଜଣ ଯୁବକ ବାଇକରେ ମାସ୍କ ପିନ୍ଧି ଆସି ଜବରଦସ୍ତ ଯୁବତୀଙ୍କୁ ଉଠାଇ ନେଇଗଲେ । ବାପା-ମା’ ବିରୋଧ କରିବାରୁ ଜୀବନରୁ ମାରିଦେବାର ଧମକ ଦେଇ ଅପହରଣ କରି ନେଇ ଚାଲି ଯାଇଛଥିଲେ । ଯାହାକୁ ନେଇ ଯୁବତୀଙ୍କ ପରିବାର ଲୋକେ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ପୋଲିସ ଏବେ ପର୍ୟ୍ୟନ୍ତ ଯୁବତୀଙ୍କୁ ଉଦ୍ଧାର କରିପାରିନାହିଁ କିମ୍ବା କୌଣସି ପତ୍ତା ପାଇ ପାରିନାହିଁ । ଯାହାକୁ ନେଇ ପରିବାର ଲୋକେ ବାରମ୍ବାର ଥାନାର ଦ୍ୱାରସ୍ଥ ହୋଇଛନ୍ତି ।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ବିଷ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ