ଯୁବତୀଙ୍କୁ ଉପରେ ଚଢ଼ିଗଲା ମୋ’ ବସ

ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ନିକଟରେ ଯୁବତୀଙ୍କ ଉପରେ ଚଢ଼ିଗଲା ବସ୍। ଶରୀରର ବାମ ପଟେ ଚଢ଼ି ଯିବାରୁ ହାତ ଏବଂ କାନ୍ଧ ହାଡ ଭାଙ୍ଗିଯାଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପରିସ୍ଥିତି ଅଣ ଆୟତ୍ତ ହେବାରୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଓ ଫୋର୍ସ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବାକୁ ଉଦ୍ୟମ ଜାରି ରଖିଛି।
ଶନିବାର ସକାଳେ ଯୁବତୀ ଜଣକ ରାସ୍ତାକଡ଼ରେ ଛିଡା ହୋଇଥିବା ବେଳେ ଦ୍ରୁତ ଗତି ଆସି ମୋ ବସ୍‌ ଚଢ଼ିଯାଇଥିଲା। ମର୍ମନ୍ତୁଦ ଦୁର୍ଘଟଣା‌ରେ ଯୁବତୀଙ୍କୁ ବାମ ଶରୀର ହାତ ଏବଂ କାନ୍ଧ ହାଡ଼ ଭାଙ୍ଗିଯାଇଥିବା ଜଣାପଡିଛି। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟଲୋକଙ୍କ ପକ୍ଷରୁ କ୍ଷତିପୂରଣ ଏବଂ କାର୍ୟ୍ୟାନୁଷ୍ଠାନ ଦାବିରେ ଅଡିବସିଛନ୍ତି। ସେହି ବାଟ ଦେଇ ଯାଉଥିବା ୨୦ରୁ ଅଧିକ ମୋ ବସ୍‌ ଗୁଡ଼ିକୁ ମଧ୍ୟ ଅଟକ ରଖିଛନ୍ତି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ