ଯୁବତୀ ଜୀଅନ୍ତା ଜଳିଯିବା ଘଟଣା: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇଙ୍କୁ ବଦଳି

କେନ୍ଦ୍ରାପଡା : କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଘର ଭିତରେ ଯୁବତୀ ଜୀଅନ୍ତା ଜଳିଯିବା ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ। ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି କରାଯାଇଛି। କେନ୍ଦ୍ରାପଡା ଏସ୍‌ପି ଏଏସଆଇଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ବଦଳି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ବଡ ଅଘଟଣ ଘଟିଥିଲା। ଜଣେ ଯୁବତୀ ଘର ଭିତରେ ଜୀଅନ୍ତା ଜଳି ଯାଇଥିଲେ। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ । କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି । ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ଯୁବତୀ ଜଣକ କିରୋସିନି ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି ।

  • Related Posts

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ବଳଙ୍ଗା: ପୁରୀରେ ବିଜେଡିର ହରତାଳକୁ ନେଇ ମୃତ ବଳଙ୍ଗା ଯୁବତୀଙ୍କ ବାପା ପୁଣି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆମେ ବହୁତ ଦୁଃଖରେ ଅଛୁ, ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ। ମୋ’ ଝିଅ ତ ରହିଲାନି, ଆମେ କାହାକୁ ଦୋଷ…

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ଦକ୍ଷିଣ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। ୭ ତାରିଖରେ କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ର ଗୋଟିଏ ଦୁଇଟି…

    Leave a Reply

    Your email address will not be published. Required fields are marked *

    You Missed

    ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ବଡ ଝଟକା: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

    ବଡ ଝଟକା: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ

    ମହିଳାଙ୍କୁ ଗଣଦୁଷ୍କର୍ମ ମାମଲା: ୩ ଅଭିଯୁକ୍ତ କାବୁ

    ମହିଳାଙ୍କୁ ଗଣଦୁଷ୍କର୍ମ ମାମଲା: ୩ ଅଭିଯୁକ୍ତ କାବୁ