ଯୁବ ପୁରସ୍କାର ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ

ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ ହୋଇଛି। ଓଡ଼ିଆ ଲେଖକ ସୁବ୍ରତ ସେନାପତିଙ୍କୁ ଯୁବ ପୁରସ୍କାର ଓ ରାଜକିଶୋର ପାଢୀଙ୍କୁ ମିଳିବ ବାଳ ସାହିତ୍ୟ ପୁରସ୍କାର। ଉଭୟଙ୍କୁ ପୁରସ୍କାର ବାବଦରେ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ।
ସୁବ୍ରତ ସେନାପତି ‘କଦମ୍ବବନ’ ପୁସ୍ତକ ଓ ରାଜକିଶୋର ପାଢୀ ‘କେତେ ଫୁଲ ଫୁଟିଚି’ ପାଇଁ ଏହି ମର୍ୟାଦାଜନକ ପୁରସ୍କାର ପାଇବେ।

  • Related Posts

    ବେଟି ବଞ୍ଚାଅ ବେଟି ପଢାଓ ସମନ୍ୱୟ ବୈଠକ

    ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ବେଟି ବଞ୍ଚାଅ ବେଟି ପଢାଓ ସମନ୍ୱୟ ବୈଠକ ଅନୁଷ୍ଠିତ ହେଇଯାଇଛି। ଜିଲ୍ଲାପାଳ କବୀନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ‌ରେ ଜିଲ୍ଲାରେ ଶିଶୁ କନ୍ୟାକୁ ଗଢି ତୋଳିବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିବା ସହ…

    Continue reading
    ମାଈହାତୀର କଙ୍କାଳ ଠାବ

    ଦେବଗଡ଼ ଜିଲ୍ଲା ରିଆମାଳ ବନାଞ୍ଚଳ ନୂଆଡ଼ିହି ଫରେଷ୍ଟ ସେକ୍‌ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଶନିବାର ଏକ ମାଈହାତୀର କଙ୍କାଳ ଠାବ କରିଛି। କେବଳ ହାଡ଼ଗୁଡ଼ିକ ଥିବାରୁ ବହୁ ଦିନ ହେଲା ହାତୀଟିର ମୃତ୍ୟୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ