ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ:ଆଇନମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,୨ ଜଣ ଏକ୍ସପର୍ଟ ଦେବା ପାଇଁ ଜଈଓକୁ ସରକାର ଚିଠି ଲେଖିଛନ୍ତି।

ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। ଏହି କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସେ ପ୍ରକ୍ରିୟା ସରିବା ପରେ ଆରବିଆଇ ଅଧିକାରୀଙ୍କୁ ତାରିଖ ଜଣାଯିବ। ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ ବୋଲି ଆଇନମନ୍ତ୍ରୀ କହିଛନ୍ତି।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ