ରତ୍ନଭଣ୍ଡାର ଚାବି ହଜିବା ଘଟଣା ; ପୃଥକ ସତ୍ୟପାଠ ଦାଖଲ ନେଇ ଦ୍ଵନ୍ଦ

କଟକ : ରତ୍ନଭଣ୍ଡାର ଚାବି ହଜିବା ସମ୍ପର୍କରେ ଯେଉଁ ନ୍ୟାୟିକ ତଦନ୍ତ ହୋଇଥିଲା, ତାର ରିପୋର୍ଟ ସାର୍ବଜନୀନ ହେବ କି ନାହିଁ, ସେ ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗି ରହିଛି । କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ନେଇ ଦାୟର ହୋଇଥିବା ଜନ ସ୍ୱାର୍ଥ ମାମଲାର ଶୁଣାଣିବେଳେ ଆଜି ଏ କଥା ପୁଣି ଥରେ ସାମ୍ନାକୁ ଆସିଛି ।

ଯେ ହେତୁ ଏହି ଗୋଟିଏ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଦୁଇଟି ପୃଥକ ସତ୍ୟପାଠ ଦାଖଲ ହୋଇଛି ତାକୁ ନେଇ ଦ୍ଵନ୍ଦ ଉପୁଜିଛି। ଗତ ୨୯.୧.୨୪ରେ ଦାଖଲ ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ ନ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। କିନ୍ତୁ ୨୦୨୪ ଏପ୍ରିଲ ୫ ତାରିଖରେ ଦାଖଲ ହୋଇଥିବା ୨ ୟ ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ କରିବାକୁ ସରକାର ରାଜି ଅଛନ୍ତି ବୋଲି ଦର୍ଶାଯାଇଛି । ତେଣୁ ଆଜି ଉଭୟ ସତ୍ୟପାଠ ଉପରେ ହାଇକୋର୍ଟ ସ୍ପଷ୍ଟୀକରଣ ଲୋଡିଛନ୍ତି। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଆଜି ଦିନ ଧାର୍ୟ୍ୟ ହୋଇଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ