ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ଗଲେ ଗଜପତି ମହାରାଜା

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ଗଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଶ୍ରୀମନ୍ଦିର ଦକ୍ଷିଣ ଦ୍ଵାର ଦେଇ ଶ୍ରୀମନ୍ଦିର ପ୍ରବେଶ କରୁଛନ୍ତି । ଏଏସ୍‌ଆଇ ସୂପରିଟେଣ୍ଡେଣ୍ଟ ଡି,ବି ଗଡ଼ନାୟକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଉନ୍ନୟନ ପ୍ରଶାସକ, ନୀତି ପ୍ରଶାସକ ମଧ୍ୟ ରହିଛନ୍ତି ।

ରତ୍ନ ଭଣ୍ଡାର ମରାମତି କାମ କେତେ ଅଗ୍ରସର ହେଲାଣି ସେନେଇ ସମୀକ୍ଷା କରିବେ । ଶ୍ରୀଗୁଣ୍ଡିଚା ପର ଦିନ ଠାରୁ ରତ୍ନ ଭଣ୍ଡାରର ଆନୁସଙ୍ଗିକ ମରାମତି କାର୍ୟ୍ୟ ଆରମ୍ଭ ହୋଇଛି । ପ୍ରାୟ ୫୦ ଘଣ୍ଟାର କାର୍ୟ୍ୟ ବାକି ରହିଥିଲା ବୋଲି ପୂର୍ବରୁ ସୂଚନା ଦେଇଥିଲେ ଆଇନ ମନ୍ତ୍ରୀ । ତେବେ ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ପୂର୍ବରୁ ଜୁଲାଇ ୬ ତାରିଖ ସୁଦ୍ଧା ମରାମତି କାର୍ୟ୍ୟ ଶେଷ ହେବାକୁ ଲକ୍ଷ ରହିଛି ।

  • Related Posts

    ‘ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ନେଇ ସରକାରଙ୍କୁ ଦିଆଯିବା ପ୍ରସ୍ତାବ’

    ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବୃଦ୍ଧି ପାଇଁ ଶ୍ରୀମନ୍ଦିର ପ୍ରଚଳିତ ଆଇନ ବ୍ୟବସ୍ଥାରେ ହେବ ପରିବର୍ତ୍ତନ । ଶ୍ରୀମନ୍ଦିର ଆଇନରେ ସଂଶୋଧନ ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯିବାକୁ ଉଚ୍ଚ ସ୍ତରୀୟ ପ୍ରଶାସନିକ ବୈଠକରେ ନିଷ୍ପତ୍ତି। ଶ୍ରୀମନ୍ଦିରରୁ ସ୍ପାଏ କ୍ୟାମେରା ବାରମ୍ବାର ଜବତ…

    ସବୁ ରାଜସ୍ବ କାର୍ୟ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ

    ଭୁବନେଶ୍ବର : ବାରମ୍ବାର ତାଗିଦ୍ କରାଗଲା, ଚେତାବନୀ ମଧ୍ୟ ଦିଆଗଲା। ହେଲେ ଆଜି ବି ରାଜସ୍ବ ନିରୀକ୍ଷକ, ତହସିଲ ଭଳି ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟାଳୟରେ କର୍ମଚାରୀ, ଅଧିକାରୀଙ୍କ ଦେଖା ମିଳୁ ନାହିଁ। ଜରୁରୀ କାମରେ ଲୋକେ ଦୌଡ଼ି ଦୌଡ଼ି ନୟାନ୍ତ, କିନ୍ତୁ ଜନତାଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

    ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

    ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

    ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

    ଭିଜିଲାନ୍ସ ପଞ୍ଝାରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍

    ଭିଜିଲାନ୍ସ ପଞ୍ଝାରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍

    ‘ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ନେଇ ସରକାରଙ୍କୁ ଦିଆଯିବା ପ୍ରସ୍ତାବ’

    ‘ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ନେଇ ସରକାରଙ୍କୁ ଦିଆଯିବା ପ୍ରସ୍ତାବ’

    ବାଦଲଫଟା ବର୍ଷା ଓ ଭୂସ୍ଖଳନରେ: 10 ମୃତ, ୫୦ ନିଖୋଜ

    ବାଦଲଫଟା ବର୍ଷା ଓ ଭୂସ୍ଖଳନରେ: 10 ମୃତ, ୫୦ ନିଖୋଜ

    ଟ୍ରମ୍ପଙ୍କ ଧମକକୁ ଭାରତର ବିରୋଧ

    ଟ୍ରମ୍ପଙ୍କ ଧମକକୁ ଭାରତର ବିରୋଧ