ରଥଯାତ୍ରା ଦେଖିବାକୁ ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ରଥଯାତ୍ରା ଦେଖିବାକୁ ଆସିବେ ପ୍ରଧାନମନ୍ତ୍ରୀ । ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହିତ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ନିମନ୍ତ୍ରଣ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ, ଚଳିତ ବର୍ଷ ଜୁନ୍ ୨୭ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଏହିକ୍ରମରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନ୍‌ଡିଏ ଶାସିତ ରାଜ୍ୟ ଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ଘୋଷଯାତ୍ରାରେ ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣ କରାଯାଇଛି।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ