ରାଜକିଶୋର ପାଢ଼ୀଙ୍କୁ ବାଲ୍‌ ସାହିତ୍ୟ ପୁରସ୍କାର-୨୦୨୫

ନୂଆଦିଲ୍ଲୀ: ଓଡ଼ିଆ ଶିଶୁ ସାହିତ୍ୟିକ ରାଜକିଶୋର ପାଢ଼ୀଙ୍କୁ କବିତା ସଙ୍କଳନ ‘କେତେ ଫୁଲ ଫୁଟିଛିଦ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମି ବାଲ୍‌ ସାହିତ୍ୟ ପୁରସ୍କାର-୨୦୨୫ ମିଳିଛି । ସ୍ଥାନୀୟ ତ୍ରିବେଣୀ କଳାସଙ୍ଗମରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଶ୍ରୀ ପାଢ଼ୀଙ୍କ ସମେତ ୨୪ଟି ଭାରତୀୟ ଭାଷାର ସାହିତ୍ୟିକଙ୍କୁ ପୁରସ୍କୃତ କରାଯାଇଛି। ପ୍ରତ୍ୟେକ ପୁରସ୍କାର ବିଜେତାଙ୍କୁ ୫୦ହଜାର ଟଙ୍କାର ଚେକ୍‌ ଏବଂ ଏକ କାଂସ୍ୟ ଫଳକ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ତଥା ବିଶିଷ୍ଟ ଗୁଜୁରାଟୀ ଲେଖିକା ବର୍ଷା ଦାସଙ୍କ ସମେତ ସାହିତ୍ୟ ଅକାଦେମି ସଭାପତି ମାଧବ କୌଶିକ, ସମ୍ପାଦିକା ପଲ୍ଲବୀ ପ୍ରଶାନ୍ତ ହୋଲକର, ଉପସଭାନେତ୍ରୀ କୁମୁଦ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ