ରାଜଧାନୀରେ କଂଗ୍ରେସର ବାଇକ ରାଲି

ଭୁବନେଶ୍ୱର: ୧୨ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନର ପ୍ରଭାବ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି । ସକାଳୁ ସକାଳୁ କଂଗ୍ରେସ କର୍ମୀମାନେ ବିଭିନ୍ନ ପ୍ରମୁଖ ଛକରେ ପିକେଟିଂ କରିବା ସହ ରାସ୍ତାରେ ଟାୟାର ଜାଳି ଅବରୋଧ କରିଥିଲେ । ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ କରିବାକୁ ଲୋକଙ୍କୁ କହିଥିଲେ । ବିଧାନସଭା, ମାଷ୍ଟରକ୍ୟାଣ୍ଟିନ୍‍, ରେଳଷ୍ଟେସନ, ପଳାସୁଣୀ ରାସ୍ତା, ବନ୍ଦ ଯୋଗୁ ଲୋକମାନେ ଅସୁବିଧାରେ ପଡିଥିଲେ ।
ରାଜଧାନୀରେ କଂଗ୍ରେସ କର୍ମୀମାନେ ବାଇକ ରାଲି କରିଥିବା ଦେଖିବାକୁ ମିଳିଛି । ପିସିସି ସଭାପତି ଭକ୍ତ ଦାସ ଏହି ରାଲିରେ ସାମିଲ ହୋଇଛନ୍ତି । ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରିଥିବା ବାଇକ ରାଲି ବାହାରି ସହର ସାରା ଅତିକ୍ରମ କରୁଛି । ବାଲେଶ୍ୱର ପୀଡିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସ ପକ୍ଷରୁ ଆଜି ଜୋରଦାର ବିକ୍ଷୋଭ ପ୍ରଦର୍ଶନ ସହିତ ବନ୍ଦ ପାଳନ କରାଯାଉଛି ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ