ରାଜଧାନୀରେ ଜଳିଗଲା କାର୍

ଭୁବନେଶ୍ବର :ରାସ୍ତାରେ ମଝିରେ ହୁତୁହୁତୁ ଜଳିଲା କାର୍। ଭୁବନେଶ୍ବର ଜୟଦେବ ବିହାର ନିକଟସ୍ଥ ପାଲ୍ ହାଇଟ୍ସ ଛକରେ ଜଳୁଛି କାର୍। ସେଭେନ ସିଟର କାର୍ ରେ ଲାଗିଲା ନିଆଁ। ଭୟରେ ଗାଡ଼ି ଛାଡ଼ି ପଳାଇଲେ ଲୋକେ।

ଏସି କମ୍ପ୍ରେଶରରୁ ସର୍ଟ ସର୍କିଟ ହୋଇଥିବା ଅନୁମାନ। ଚନ୍ଦ୍ରଶେଖରପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି। ଜୟଦେବ ବିହାରରୁ ଜାଭିୟର ଛକ ରାସ୍ତା ଜାମ୍।

  • Related Posts

    ସ୍କୁଲ ବହି ତ୍ରୁଟି:ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦେଶକ ନିଲମ୍ବିତ

    ୬ ଜଣ ସହକାରୀ ନିର୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ୱର: ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଛି। କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ…

    Continue reading
    ଓଡ଼ିଶା ଶିଳ୍ପ ନୀତିରେ ବଡ଼ ସଂଶୋଧନ

    CII Eastern Regional Council ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଘୋଷଣା କଲେ – ‘Go East’ ପ୍ଲାଟଫର୍ମ ଭୁବନେଶ୍ୱର: ସିଆଇଆଇ – ଇଷ୍ଟର୍ଣ୍ଣ ରିଜିଓନାଲ କାଉନସିଲ ବୈଠକ ୨୦୨୬ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଶିଳ୍ପ ବିକାଶ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ