
ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି ।
ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି, ଜୋନ ଏସିପି ଓ IICଙ୍କ ଖୋଳତାଡ଼ ଜାରି ରଖିଛନ୍ତି ।







