ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ: ମୁଣ୍ଡ-ଗଣ୍ଡି ଅଲଗା

ଭୁବନେଶ୍ୱର: ରାଜଧାନୀର ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଚଳନ୍ତା ବାଇକ୍‌ରେ ଯାଉଥିବା ଜଣେ ଯୁବକଙ୍କ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଫଳରେ ରାଜପଥ ଉପରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ। ମୃତକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି।

ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍‌ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ। ଫଳରେ ତାଙ୍କ ବେକ ମୁଣ୍ଡରୁ ଅଲଗା ହୋଇ ତଳେ ପଡ଼ି ଯାଇଥିଲା ଓ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇ ଯାଇଥିଲା। ଯୁବକଙ୍କ ବେକ ଓ ଗୋଡ଼ରେ ବି ଗଭୀର ଆଘାତ ଲାଗିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି